ମନୋରଞ୍ଜନ
ଧବଳେଶ୍ଵରଙ୍କ ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡଓଷା ପାଇଁ ପ୍ରଶାସନିକ ପ୍ରସ୍ତୁତି ବୈଠକ
ଆଠଗଡ଼: ଧବଳେଶ୍ଵରଙ୍କ ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡଓଷା ପାଇଁ ପ୍ରଶାସନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ଚଳିତବର୍ଷ ୧୮/୧୦/୨୦୨୪ ଠାରୁ ୧୫/୧୧/୨୦୨୪ ପର୍ଯ୍ୟନ୍ତ କାର୍ତ୍ତିକ ବ୍ରତ ପାଳନ କରାଯିବ। – ୧୨/୧୧/୨୦୨୪ ରୁ ୧୫/୧୧/୨୦୨୪ ପର୍ଯ୍ୟନ୍ତ ପଞ୍ଚକ ବ୍ରତ ପାଳନ କରାଯିବ। -୧୩/୧୧/୨୦୨୪ ରିଖରେ ଧବଳେଶ୍ଵରଙ୍କ ପୀଠରେ ପାଳନ ହେବ ବଡ଼ଓଷା , ବଡଓଷାରେ ବଡସିଂହାର ବେଶରେ ଦର୍ଶନ ଦେବେ ଧବଳେଶ୍ଵର। -୧୩/୧୧/୨୦୨୪ ମଧ୍ୟରାତ୍ରୀରେ ଧବଳେଶ୍ଵରଙ୍କ ପାଖରେ ଲାଗିହେବ […]
ଆଠଗଡ଼: ଧବଳେଶ୍ଵରଙ୍କ ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡଓଷା ପାଇଁ ପ୍ରଶାସନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ଚଳିତବର୍ଷ ୧୮/୧୦/୨୦୨୪ ଠାରୁ ୧୫/୧୧/୨୦୨୪ ପର୍ଯ୍ୟନ୍ତ କାର୍ତ୍ତିକ ବ୍ରତ ପାଳନ କରାଯିବ।
ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ଲୋକସେବା ଭବନରେ ପ୍ରସ୍ତୁତି ବୈଠକ
– ୧୨/୧୧/୨୦୨୪ ରୁ ୧୫/୧୧/୨୦୨୪ ପର୍ଯ୍ୟନ୍ତ ପଞ୍ଚକ ବ୍ରତ ପାଳନ କରାଯିବ।
ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଇଣ୍ଟରନେଟ୍ ବ୍ୟବହାର କରିବା ପିଲାମାନଙ୍କ ସମେତ ପ୍ରତ୍ୟେକ ବ୍ୟକ୍ତିଙ୍କ ମୌଳିକ ଅଧିକାର
-୧୩/୧୧/୨୦୨୪ ରିଖରେ ଧବଳେଶ୍ଵରଙ୍କ ପୀଠରେ ପାଳନ ହେବ ବଡ଼ଓଷା , ବଡଓଷାରେ ବଡସିଂହାର ବେଶରେ ଦର୍ଶନ ଦେବେ ଧବଳେଶ୍ଵର।
ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେଇପାରେ ଲଘୁଚାପ, ୨୮ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବା ନେଇ ଆଇଏମଡି ଡିଜିଙ୍କ ସୂଚନା
-୧୩/୧୧/୨୦୨୪ ମଧ୍ୟରାତ୍ରୀରେ ଧବଳେଶ୍ଵରଙ୍କ ପାଖରେ ଲାଗିହେବ ପ୍ରସିଦ୍ଧ ଗଜଭୋଗ।
-୧୪/୧୧/୨୦୨୪ ଭୋରରୁ ଶ୍ରଦ୍ଧାଳୁଙ୍କ ପାଇଁ ଗଜଭୋଗ ବିତରଣ କରାଯିବ।
-୧୫/୧୧/୨୦୨୪ ରିଖ ସକାଳେ ଡଙ୍ଗାଭଷା ସହ କାର୍ତ୍ତିକ ବ୍ରତ ସଂପୂର୍ଣ୍ଣ ହେବ।






