ଚିଲିକା ନଳବଣରେ ଭୟାବହ ଅଗ୍ନିକାଣ୍ଡ

The Sakala Picture
Published On

ଚିଲିକା: ଚିଲିକା ନଳବଣରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। କାଳୁପଡା ଘାଟ ଜେଟି ନିକଟରେ ନିଆଁ ଲାଗିଥିବା ଜଣାପଡିଛି। ଏହି ଅଗ୍ନିକାଣ୍ଡରେ ଏକର ଏକର ଗଛ ସହ ଫିସିଂ କ୍ୟାଟ ପୋଡି ପାଉଁଶ ହୋଇ ଯାଇଥିବା ସୂଚନା। ଜୋରରେ ପବନ ହେଉଥିବାରୁ ନିଆଁ ବ୍ୟାପିବାରେ ଲାଗିଛି। ମତ୍ସ୍ଯଜୀବୀଙ୍କ ଜାଲ ଓ ଡ଼ଙ୍ଗା ମଧ୍ୟ ପୋଡି ପାଉଁଶ ହୋଇଛି।  ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରହିଛି।

ଆହୁରି ପଢ଼ନ୍ତୁ: ବିଗତ ଛାତ୍ର ସଂସଦ ନିର୍ବାଚନରେ ବିଜେପି ସରକାର ନିମ୍ନତାର ସବୁ ସୀମା ଟପିଗଲା: ସୁଜାତା ରାଉତ କାର୍ତ୍ତିକେୟନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର