ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୩୧ ହାର୍ଡକୋର ମାଓବାଦୀ

The Sakala Picture
Published On

ଦାନ୍ତେୱାଡା: ଭାଙ୍ଗୁଛି ମାଓଗଡ଼। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସ ନିକଟରେ ପୁଣି ୩୧ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଦାନ୍ତେୱାଡା ଏସପିଙ୍କ ନିକଟରେ ୨୬ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେହିପରି ନାରାୟଣପୁର ଜିଲ୍ଲା ଏସପିଙ୍କ ନିକଟରେ ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନେ ସମସ୍ତେ ଦକ୍ଷିଣ ବସ୍ତର ମାଓ ସଙ୍ଗଠନରେ ସକ୍ରିୟ ସଦସ୍ୟ ଥିଲେ। ଅନେକ ମାଓ ହିଂସାକାଣ୍ଡରେ ଜଡିତ ଥିଲେ। ଛତିଶଗଡ଼ ସରକାରଙ୍କ ଆତ୍ମସମର୍ପଣ ନୀତିରେ ଆକର୍ଷିତ ହୋଇ ୩୧ ମାଓବାଦୀ ଆତ୍ମସମର୍ପଣ […]

ଦାନ୍ତେୱାଡା: ଭାଙ୍ଗୁଛି ମାଓଗଡ଼। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସ ନିକଟରେ ପୁଣି ୩୧ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଦାନ୍ତେୱାଡା ଏସପିଙ୍କ ନିକଟରେ ୨୬ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେହିପରି ନାରାୟଣପୁର ଜିଲ୍ଲା ଏସପିଙ୍କ ନିକଟରେ ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନେ ସମସ୍ତେ ଦକ୍ଷିଣ ବସ୍ତର ମାଓ ସଙ୍ଗଠନରେ ସକ୍ରିୟ ସଦସ୍ୟ ଥିଲେ। ଅନେକ ମାଓ ହିଂସାକାଣ୍ଡରେ ଜଡିତ ଥିଲେ। ଛତିଶଗଡ଼ ସରକାରଙ୍କ ଆତ୍ମସମର୍ପଣ ନୀତିରେ ଆକର୍ଷିତ ହୋଇ ୩୧ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ଗ୍ରେଟର ନୋଏଡାରେ ଅଭାବନୀୟ ଘଟଣା: ସନ୍ଦେହଜନକ ଅବସ୍ଥାରେ ଗୋଟିଏ ପରିବାରର ୫ ମୃତ, ଶେଷଥର ଖାଇଥିଲେ ନୁଡୁଲ୍ସ

 

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଘନଉଛି ଯୁଦ୍ଧ ଆଶଙ୍କା: ଆମେରିକାର ଅତ୍ୟାଧୁନିକ ଏମକ୍ୟୁ-୯ ରିପର୍ ଡ୍ରୋନ୍‌କୁ ଖସାଇଲା ଇରାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର