ଲୋକ ସେବା ଭବନ
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
ଛୁଟି ଦିନରେ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ
Published On
By The Sakala
ଭୁବନେଶ୍ୱର: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ ବୋଲି ସୂଚନା ଦିଆଯାଇଛି।



