‘Adapa Abhada’

ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା

ପୁରୀ: ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା। ସୋମବାର ମହାପ୍ରଭୁଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କରିବା ସହ ମହାପ୍ରସାଦ ପାଇ ଭକ୍ତମାନେ ଆନନ୍ଦରେ ବିଭୋର ହୋଇପଡ଼ିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ରହିଛି। ରବିବାର ରଥ ଉପରେ ନୀତିକାନ୍ତି ସରି ଚାରମାଳ ବନ୍ଧାହେବା ପରେ […]
ଓଡ଼ିଶା  ବଡ ଖବର 

ଗୁଣ୍ଡିଚାମନ୍ଦିରରୁ ବାହାରିଲା ପ୍ରଥମ ଆଡ଼ପ ଅବଢ଼ା

ପୁରୀ: ଗୁଣ୍ଡିଚା ମନ୍ଦିରରୁ ବାହାରିଲା ପ୍ରଥମ ଆଡ଼ପ ଅବଢ଼ା । ସକାଳ ଧୂପ ପରେ ଏହି ଆଡ଼ପ ଅବଢ଼ା ବାହାରିଛି। ଆଡ଼ପ ମଣ୍ଡପରୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ଆଡ଼ପ ଅବଢା ବାହାରିଛି । ଅନ୍ୟପଟେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ହେବ। ଦ୍ବିତୀୟ ଭୋଗ ମଣ୍ଡପ ପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । କଳା, ଧଳା, ନାଲି, ହଳଦିଆ, ହରିତାଳ ପ୍ରିୟଙ୍ଗୁ, କସ୍ତୁରୀରେ ଶ୍ରୀମୁଖକୁ […]
ଓଡ଼ିଶା  ବଡ ଖବର