2nd/Special OJEE ·
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
ଆସନ୍ତାକାଲିଠାରୁ ସ୍ପେଶାଲ ଓଜେଇଇ ଆରମ୍ଭ: ୨୮ ସହରରେ ୩୮ଟି କେନ୍ଦ୍ରରେ ପରୀକ୍ଷାଦେବେ ଛାତ୍ରଛତ୍ରୀ
Published On
By The Sakala
ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ସ୍ପେଶାଲ ଓଜେଇଇ। ଓଜେଇଇ ପକ୍ଷରୁ ପରୀକ୍ଷା ପ୍ରସ୍ତୁତି ଚୁଡାନ୍ତ ହୋଇଛି। ପରୀକ୍ଷା ପାଇଁ ୨୮ ହଜାର ୬୦୦ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ପରୀକ୍ଷାର୍ଥୀଙ୍କ ପାଇଁ ୨୮ ସହରରେ ୩୮ଟି ପରୀକ୍ଷା କେନ୍ଦ୍ର ହୋଇଛି। ଏଥିପାଇଁ ୩ଟି ତାରିଖ ଧର୍ଯ୍ଯ କରାଯାଇଛି। ସେପ୍ଟେମ୍ବର ୩, ୪ ଓ ୭ତାରିଖରେ ହେବ ପରୀକ୍ଷା । ଦୈନିକ ୪ଟି ସିଫ୍ଟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । (CBT) କମ୍ପ୍ୟୁଟର ବେସଡ ଟେଷ୍ଟ ମାଧ୍ୟମରେ ପରୀକ୍ଷା ହେବ […]
ଆଜି ସରିବ ସ୍ୱତନ୍ତ୍ର ଓଜେଇଇ ଆବେଦନ, ଅଗଷ୍ଟ ଶେଷ ସପ୍ତାହରେ ପ୍ରବେଶିକା
Published On
By The Sakala
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ଲାଗି ଦ୍ୱିତୀୟ ପର୍ଯ୍ୟାୟ ତଥା ସ୍ୱତନ୍ତ୍ର ଓଜେଇଇ(ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା) ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆଜି ଶେଷ ହେବ। ୧୬ ତାରିଖ ରାତି ୧୦ଟା ଯାଏଁ ଛାତ୍ରଛାତ୍ରୀ ଫି ଦାଖଲ କରିବେ। ତେବେ ପ୍ରବେଶିକା ପରୀକ୍ଷା ଅଗଷ୍ଟ ଶେଷ ସପ୍ତାହ କିମ୍ବା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ଛାତ୍ରଛାତ୍ରୀ ଆବେଦନ ସମ୍ପର୍କିତ ସମସ୍ତ ତଥ୍ୟ www.ojee.nic.in ମାଧ୍ୟମରେ ପାଇ ପାରିବେ ବୋଲି ବିଭାଗ […]
ସ୍ୱତନ୍ତ୍ର ଓଜେଇଇ ଆବେଦନ ଅବଧି ବୃଦ୍ଧି
Published On
By The Sakala
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ଲାଗି ଦ୍ୱିତୀୟ ପର୍ଯ୍ୟାୟ ତଥା ସ୍ୱତନ୍ତ୍ର ଓଜେଇଇ(ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା) ପାଇଁ ପଞ୍ଜୀକରଣ ଅବଧି ବୃଦ୍ଧି ହୋଇଛି। ଆସନ୍ତା ୧୪ ତାରିଖ ଯାଏଁ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ତେବେ ଅଗଷ୍ଟ ୧ ତାରିଖରୁ ସ୍ୱତନ୍ତ୍ର ଓଜେଇଇ ଲାଗି ଆବେଦନ ଆରମ୍ଭ ହୋଇଥିବା ବେଳେ ୭ ତାରିଖ ଆବେଦନ ପାଇଁ ଶେଷ ଦିନ ରହିଥିଲା। ପୂର୍ବରୁ ଜେଇଇ ମେନ ଓ ଓଜେଇଇ ଦେଇଥିବା ଛାତ୍ରଛାତ୍ରୀ ସ୍ୱତନ୍ତ୍ର […]



