ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ: ତୀର୍ଥଯାତ୍ରାରେ ଗଲେ ଆଉ ୯୭୦ଜଣ ବରିଷ୍ଠ ନାଗରିକ

The Sakala Picture
Published On

ଭୁବନେଶ୍ବର: ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପାଇଁ ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ବାଲେଶ୍ୱର ଷ୍ଟେସନରୁ ୯୭୦ ତୀର୍ଥଯାତ୍ରୀଙ୍କୁ ନେଇ ଉଜ୍ଜୈନ-ଓମକାରେଶ୍ବର ଅଭିମୁଖେ ଗଡ଼ିଛି ସ୍ୱତନ୍ତ୍ର ଟ୍ରେନ। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଓ କେଉଁଝର ଜିଲ୍ଲାରୁ ମୋଟ ୯୭୦ଜଣ ତୀର୍ଥଯାତ୍ରୀଙ୍କ ସହିତ ୩୦ ଜଣ ଏସକର୍ଟକୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ ବାହାରିଛି । ଆଜି ଠାରୁ ଟ୍ରେନ ବାହାରି ଓଁକାରେଶ୍ଵର ମନ୍ଦିର, ଓଜ୍ଜୟିନି […]

ଭୁବନେଶ୍ବର: ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପାଇଁ ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ବାଲେଶ୍ୱର ଷ୍ଟେସନରୁ ୯୭୦ ତୀର୍ଥଯାତ୍ରୀଙ୍କୁ ନେଇ ଉଜ୍ଜୈନ-ଓମକାରେଶ୍ବର ଅଭିମୁଖେ ଗଡ଼ିଛି ସ୍ୱତନ୍ତ୍ର ଟ୍ରେନ। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଓ କେଉଁଝର ଜିଲ୍ଲାରୁ ମୋଟ ୯୭୦ଜଣ ତୀର୍ଥଯାତ୍ରୀଙ୍କ ସହିତ ୩୦ ଜଣ ଏସକର୍ଟକୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ ବାହାରିଛି । ଆଜି ଠାରୁ ଟ୍ରେନ ବାହାରି ଓଁକାରେଶ୍ଵର ମନ୍ଦିର, ଓଜ୍ଜୟିନି ସହିତ ବିଭିନ୍ନ ତୀର୍ଥସ୍ଥଳୀ ପରିଦର୍ଶନ କରିବେ। ରାଜ୍ୟ ସରକାରଙ୍କ ତରଫରୁ ଏହି ଯୋଜନାରେ ମାଗଣା ଖାଇବା, ରହିବା, ଔଷଧ ସମେତ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି। ଏହି ସ୍ବତନ୍ତ୍ର ତୀର୍ଥ ଟ୍ରେନ୍ ଆସନ୍ତା ୧୦ ତାରିଖରେ ଫେରିବ ।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର