ଭଦ୍ରକ
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
ଚନ୍ଦ୍ରଗ୍ରହଣ ପାଇଁ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ନୀତିକାନ୍ତି ଚୂଡାନ୍ତ : ମଧ୍ୟାହ୍ନ ୧ଟାରୁ ବାବାଙ୍କ ଦର୍ଶନ ଵନ୍ଦ
Published On
By The Sakala
ଭଦ୍ରକ: ଆସନ୍ତା ରବିବାର ପବିତ୍ର ଇନ୍ଦୁ ପୂର୍ଣ୍ଣିମା ଦିନ ଚନ୍ଦ୍ରଗ୍ରହଣ ପଡୁଥିବାରୁ ଆରଡି ପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଚୂଡାନ୍ତ ହୋଇଛି ନୀତିକାନ୍ତି। ଏଥିପାଇଁ ମନ୍ଦିର ପ୍ରଶାସନ, ସେବାୟତ ଓ ପାଳିଆ ସେବାୟତଙ୍କ ପକ୍ଷରୁ ସ୍ଥିର ହୋଇଥିବା ନୀତିନୀର୍ଣ୍ଟ ଅନୁଯାୟୀ ଚନ୍ଦ୍ରଗ୍ରହଣ ଦିନ ସହଳ ନୀତିକାନ୍ତି କରାଯାଇ ପାକତ୍ଯାଗ ପୂର୍ବରୁ ଅର୍ଥାତ୍ ୧୨ଟା୩୦ମିନିଟ ସୁଧା ସମସ୍ତ ଦୈନନ୍ଦିନ ନୀତିକାନ୍ତି ସମ୍ପର୍ଣ୍ଣ କରାଯାଇ ମଧ୍ୟାହ୍ନ ୧ଟାରେ ବାବାଙ୍କର ପହୁଡ଼ କରାଯିବ। ଏହି ସମୟ ଠାରୁ ଅର୍ଥାତ୍ ମଧ୍ୟାହ୍ନ ୧ଟା […]
ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ଭଦ୍ରକ ଜିଲ୍ଲାର ୨୩ ସ୍କୁଲ ଦୁଇ ଦିନ ପାଇଁ ଛୁଟି
Published On
By The Sakala
ସମ୍ବଲପୁର/ଭଦ୍ରକ : ବୃଦ୍ଧି ପାଇବାରେ ଲାଗିଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଆଜି ସକାଳ ୭ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୩ ଲକ୍ଷ ୬୫ ହଜାର ୧୧୬ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ମୋଟ ୨୦ଟି ଗେଟ୍ ଦେଇ ୩ ଲକ୍ଷ ୪୬ ହଜାର ୮୩୪ ଘନଫୁଟ ବନ୍ୟାଜଳ ନିଷ୍କାସନ ହେଉଛି। ସୋମବାର ସକାଳ ୭ଟା ସୁଦ୍ଧା ୬୧୫.୩୧ ଫୁଟରେ ପହଂଚିଛି ଜଳଭଣ୍ଡାର ଜଳସ୍ତର। ତେବେ ଗତକାଲି ଅପେକ୍ଷା ଜଳ ଭଣ୍ଡାର ଭିତରକୁ […]
ଆଖଣ୍ଡଳମଣି ମନ୍ଦିରରେ ଅଘଟଣ : ଭାଙ୍ଗିଲା ମନ୍ଦିର ଚୂଡ଼ା ଓ ତ୍ରିଶୂଳ ଦଣ୍ଡ, ଖସିପଡ଼ିଲା ବାନା
Published On
By The Sakala
ଭଦ୍ରକ/ଆରଡ଼ି : ଗତ ୩ଦିନ ହେଲା ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ଆରଡ଼ି ତଥା ଆଖପାଖ ଅଞ୍ଚଳରେ ଲାଗି ରହିଛି ଲଗାଣ ବର୍ଷା। ଲଗାଣ ଝଡ଼ବର୍ଷାରେ ଗତକାଲି ରାତିରେ ଭାଙ୍ଗିଯାଇଛି ଆଖଣ୍ଡଳମଣିଙ୍କ ମନ୍ଦିର ଚୂଡ଼ାର ତ୍ରିଶୂଳ ଦଣ୍ଡ। ଫଳରେ ତ୍ରିଶୂଳ ଦଣ୍ଡରେ ଲାଗି ହୋଇଥିବା ବାନା ଖସିପଡ଼ିଛି। ଆଜି ଭୋର୍ରେ ବାବାଙ୍କ ପହିଲୁ ନୀତି ସମୟରେ ଦ୍ୱାରଫିଟା ବେଳକୁ ଏପରି ଘଟଣା ଦେଖିବାକୁ ପାଇଥିଲେ ସେବାୟତମାନେ। ତୁରନ୍ତ ମନ୍ଦିର ପ୍ରଶାସନକୁ ଜଣାଇଥିଲେ। ତାହାସହ ପୁଣି ଦଧିନଉତିର […]
ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ
Published On
By The Sakala
ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ସ୍ଥିତ କିସ୍ମତକୃଷ୍ଣପୁର ଗ୍ରାମରେ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି । ଚାନ୍ଦବାଲି ବ୍ଲକ କାରଣପଲ୍ଲୀ ଗ୍ରାମର ରତନ ମଣ୍ଡଳଙ୍କ ୫ ବର୍ଷର ଝିଅ ଚାନ୍ଦିନୀ ଓ ୪ ବର୍ଷର ଝିଅ ନନ୍ଦିନୀ ବୋଲି ଜଣାପଡିଛି । ରତନ ତାର ଦୁଇ ଝିଅ ସହିତ ସ୍ତ୍ରୀ କୁ ଧରି କୃଷ୍ଣପୁର ଶ୍ୱଶୁର ଘର ପୂର୍ଣଚନ୍ଦ୍ର ଦାସଙ୍କ ଘରକୁ ଆସିଥିଲେ । ହେଲେ ଦୁଇ ଭଉଣୀ ଖେଳୁଥିବା ସମୟରେ […]
ଡ଼ାଇରିଆ ସଂକ୍ରମଣ; ୨ ଜିଲ୍ଲାରେ ବଢିଲା ସ୍କୁଲ ଛୁଟି….
Published On
By The Sakala
ଭଦ୍ରକ/ ଯାଜପୁର: ଡ଼ାଇରିଆ ସଂକ୍ରମଣକୁ ଦୃଷ୍ଟିରେ ରଖି ଭଦ୍ରକ ଓ ଯାଜପୁର ଜିଲ୍ଲାରେ ସ୍କୁଲ ଛୁଟିକୁ ବୃଦ୍ଧି କରାଯାଇଛି। ଭଦ୍ରକରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପଳ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଓ କଲେଜଗୁଡିକୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଆସନ୍ତା ୨୩ ତାରିଖରେ ଜିଲ୍ଲାରେ ଖୋଲିବ ସ୍କୁଲ ଓ କଲେଜ। ଏହି ସମୟରେ ସ୍କୁଲ ଗୁଡିକର ପରିବେଶକୁ ସଫା ସୁତୁରା ରଖିବା ସହିତ ପାନୀୟ […]
ସ୍ୱାମୀଙ୍କ ଗୋଇଠା ମାଡ଼ରେ ଅନ୍ତସତ୍ତ୍ୱା ସ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗ
Published On
By The Sakala
ଭଦ୍ରକ: ଭଦ୍ରକ ଜିଲା ତିହିଡି଼ ଥାନା ଅଧୀନ ତାଳପଦା ଗ୍ରାମରେ ଶନିବାର ରାତିରେ ମୋନାଲିସା ଜେନା (୨୬)ନାମ୍ନୀ ଜଣେ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତିହିଡି଼ ପୋଲିସ ଏହି ଘଟଣାରେ ଏକ ମକଦ୍ଦମା (ନଂ ୨୧୧/୨୫)ରୁଜୁ କରି ମହିଳାଙ୍କ ସ୍ବାମୀ ଶଙ୍କର୍ଷଣ ଜେନାକୁ ରବିବାର ଗିରଫ କରିଛି। ମୋନାଲିସାଙ୍କ ବାପା ତାଳପଦା ଗ୍ରାମର ପଞ୍ଚାନନ ଜେନା ଅଭିଯୋଗରେ ଦର୍ଶାଇଛନ୍ତି ଯେ ତାଙ୍କ ଗ୍ରାମର ଟେରା ଜେନାଙ୍କ ପୁଅ ଶଙ୍କର୍ଷଣ ୫ବର୍ଷ ପୂର୍ବେ ତାଙ୍କ […]
ଯାଜପୁର, ଭଦ୍ରକରେ ହଇଜା; ନମୁନା ପରୀକ୍ଷଣରୁ କଲେରା ଜୀବଣୁ ଠାବ…
Published On
By The Sakala
ଯାଜପୁର: ଯାଜପୁର ଓ ଭଦ୍ରକ ଜିଲ୍ଲାରେ ଝାଡ଼ାବାନ୍ତିରେ ସ୍ଥିତିରେ ଧୀରେ ଧୀରେ ସୁଧାର ଆସୁଥିବାବେଳେ ସରକରୀ ସମୀକ୍ଷା ବୈଠକରୁ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ଯାଜପୁର ଓ ଭଦ୍ରକ ଜିଲ୍ଲାରୁ ସଂଗୃହୀତ ମଳ ନମୁନା ପରୀକ୍ଷଣରୁ ହଇଜା (କଲେରା)ଜୀବାଣୁ ଠାବ ହୋଇଥିବା ଜଣାପଡ଼ିଛି। ଶୁକ୍ରବାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜଳବାହିତ ରୋଗ ନିରାକରଣ ସମାକ୍ଷା ବୈଠକରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇ କହିଛନ୍ତି, ଯାଜପୁର ଓ ଭଦ୍ରକ ଅଞ୍ଚଳର […]
ଭଦ୍ରକରେ ଗୋଷ୍ଠୀ ସଂଘର୍ଷ ଘଟଣା: ୨୪ ଘଣ୍ଟା ଯାଏ ଇଣ୍ଟରନେଟ ସେବା ବନ୍ଦ
Published On
By The Sakala
ଭଦ୍ରକ : ଭଦ୍ରକରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ବନ୍ଦ ରହିଛି ଇଣ୍ଟରନେଟ ସେବା। ଆଇନ ଶୃଙ୍ଖଳା କାରଣରୁ ଆଜି ସକାଳ ୬ରୁ କାଲି ସକାଳ ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ କରିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି। ଭଦ୍ରକ ମୁନିସିପାଲିଟି, ଭଦ୍ରକ ବ୍ଲକ, ଧାମନଗର ଏନଏସି, ଧାମନଗର ବ୍ଲକ ଓ ତିହିଡି ବ୍ଲକରେ ବନ୍ଦ ରହିଛି ଇଣ୍ଟରନେଟ। ଏହା ସହିତ ୨୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବା ଏସପି ମନୋଜ ରାଉତ ସୂଚନା […]
ନର୍ସଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ନୂଆ ମୋଡ଼, ନିର୍ଯାତନାରୁ ଚରମ ପଦକ୍ଷେପ
Published On
By The Sakala
ଭଦ୍ରକ : ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ମହିଳା ଷ୍ଟାଫ୍ନର୍ସ ସନ୍ତୋଷିନୀ ପଲାଇ ଗତକାଲି ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ନୂଆ ମୋଡ଼ ନେଇଛି। ହସ୍ପିଟାଲରେ ତାଙ୍କ ପ୍ରତି ଆକ୍ରୋଶମୂଳକ ବ୍ୟବହାର ପ୍ରଦର୍ଶନ ଏବଂ ବାରମ୍ବାର ମାନସିକ ନିର୍ଯାତନା ଦିଆଯାଉଥିବାରୁ ସେ ଏପରି ଚରମ ପଦକ୍ଷେପ ନେଇଥିବା ତାଙ୍କ ସ୍ବାମୀ ନିକୁଞ୍ଜ ବିହାରୀ ନାୟକ ଆଜି ଅଭିଯୋଗ କରିବା ପରେ ଏହାକୁ ନେଇ ତୀବ୍ର ଆେଲାଡ଼ନ ସୃଷ୍ଟି ହୋଇଛି। ଏନେଇ ନିକୁଞ୍ଜ […]
ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ରାସ୍ତା ବିଲ୍ ପାଇଁ ନେଉଥିଲେ ଲାଞ୍ଚ…
Published On
By The Sakala
ଭଦ୍ରକ: ଭିଜିଲାନ୍ସ ଜାଲରେ କନିଷ୍ଠ ଯାନ୍ତ୍ରୀ। ଲାଞ୍ଚ ନେଉଥିବା ବେଳେ ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ ଦାସ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ରାସ୍ତା ବିଲ ପାଇଁ ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭଦ୍ରକ ଓ ବାଲେଶ୍ୱରର ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ।
ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା; ଲିଫ୍ଟରେ ଚାପି ହୋଇ ଚାଲିଗଲା ରୋଗୀଙ୍କ ଜୀବନ
Published On
By The Sakala
ଭଦ୍ରକ: ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା। ଆଜି ସକାଳ ୮ଟା ବେଳେ ଲିଫ୍ଟରେ ଫସି ଜଣେ ରୋଗୀଙ୍କର ମୃତ୍ୟୁ ହୋଇଛି। ମୃତ ରୋଗୀଙ୍କ ନାମ ମୀନତି ପରିଡ଼ା(୫୫) ବୋଲି ଜଣାପଡିଛି। ଏହି ଘଟଣା ପରେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି। ସୂଚନା ମୁତାବକ, ଭଦ୍ରକ ଗ୍ରାମାଞ୍ଚଳ ଥାନା ରାନ୍ଦିଆ ନରସିଂହପୁର ମୀନତି ପରିଡ଼ା ହଠାତ୍ ଅଣନିଶ୍ୱାସୀ ଅନୁଭବ କରିଥିଲେ। ଏହାପରେ ପରିବାର ଲୋକେ ତୁରନ୍ତ ୧୦୮ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ଜିଲ୍ଲା ମେଡିକାଲରେ ଭର୍ତ୍ତି […]
ମଶାଣିରୁ ଶବ ଚୋରି ଅଭିଯୋଗ
Published On
By The Sakala
ଭଦ୍ରକ: ମଶାଣିରୁ ଶବ ଚୋରି ଅଭିଯୋଗ। ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧୀନ ମଣିନାଥପୁର ବୈତରଣୀ ନଦୀ ପଠା ସ୍ଵର୍ଗଦ୍ଵାର ନିକଟରେ ମଶାଣିରୁ ଶବ ଚୋରି ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ମଣିନାଥପୁର ଗ୍ରାମର ଶ୍ରୀମନ୍ତ ସାମଲଙ୍କ ସ୍ତ୍ରୀ ରୁକ୍ମଣୀ ସାମଲଙ୍କ ମୃତଦେହକୁ ଗାଁ ପାଖ ବୈତରଣୀ ନଦୀ ନିକଟ ସ୍ଵର୍ଗଦ୍ଵାର ଶ୍ମଶାନରେ ପାରମ୍ପରିକ ରୀତି ଅନୁଯାୟୀ ଗାତ ଖୋଳି ପୋତି ଦିଆଯାଇଥିଲା। ତେବେ ଦଶାହ କର୍ମ ପାଇଁ ଆବଶ୍ୟକୀୟ ଦଶାହ କର୍ମ ଦୀପ ନେଇ ମାଆଙ୍କ […]