ଓଡ଼ିଶା ଆସିବେ ୫ ମହାବଳ ବାଘ, ନନ୍ଦନକାନନ ଆସିବେ ୨ ଜିରାଫ

The Sakala Picture
Published On

ଭୁବନେଶ୍ବର: ସେପ୍ଟେମ୍ବର ଶେଷ ସୁଦ୍ଧା ଓଡ଼ିଶା ଆସିବେ ୫ ମହାବଳ ବାଘ । ମହାବଳ ଅଣାଯିବା ନେଇ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ବରଗଡ଼ ଦେବ୍ରିଗଡ଼ରେ ୩ ଓ ଶିମିଳିପାଳରେ ୨ ମହାବଳ ଛଡ଼ାଯିବ। ଆସିବାକୁ ଥିବା ମହାବଳ ଚିହ୍ନଟ ହୋଇଛନ୍ତି । ଆଇନଗତ ପ୍ରକ୍ରିୟା ସରିଛି  ସପ୍ତାହକ ଭିତରେ ବନ ବିଭାଗର ୨ଟି ଟିମ୍ ମହାବଳ ଆଣିବାକୁ ଯିବେ। ଦେବ୍ରିଗଡ଼ରେ ବାଘ ଗାଁ ଗଣ୍ଡାକୁ ନ ଯିବା ଲାଗି ସୋଲାର ଫେନ୍ସିଂ ହେବ […]

ଭୁବନେଶ୍ବର: ସେପ୍ଟେମ୍ବର ଶେଷ ସୁଦ୍ଧା ଓଡ଼ିଶା ଆସିବେ ୫ ମହାବଳ ବାଘ । ମହାବଳ ଅଣାଯିବା ନେଇ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ବରଗଡ଼ ଦେବ୍ରିଗଡ଼ରେ ୩ ଓ ଶିମିଳିପାଳରେ ୨ ମହାବଳ ଛଡ଼ାଯିବ। ଆସିବାକୁ ଥିବା ମହାବଳ ଚିହ୍ନଟ ହୋଇଛନ୍ତି । ଆଇନଗତ ପ୍ରକ୍ରିୟା ସରିଛି  ସପ୍ତାହକ ଭିତରେ ବନ ବିଭାଗର ୨ଟି ଟିମ୍ ମହାବଳ ଆଣିବାକୁ ଯିବେ। ଦେବ୍ରିଗଡ଼ରେ ବାଘ ଗାଁ ଗଣ୍ଡାକୁ ନ ଯିବା ଲାଗି ସୋଲାର ଫେନ୍ସିଂ ହେବ ବୋଲି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

ସେହିପରି, ନନ୍ଦନକାନନ ଆସିବେ ୨ ଜିରାଫ। ନନ୍ଦନକାନନରେ ଥିବା ଜିରାଫ ‘ଖୁସି’କୁ ମିଳିବେ ୨ ନୂଆ ସାଥୀ । ଜିରାଫ ଆଣିବା ନେଇ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ଚଳିତ ମାସ ସୁଦ୍ଧା ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିବେ ହଳେ ଜିରାଫ। ଆନିମଲ ଏକ୍ସଚେଞ୍ଜ ପ୍ରୋଗ୍ରାମରେ ଆଲିପୁର ଚିଡ଼ିଆଖାନାରୁ ଅଣାଯିବ ବୋଲି କହିଛନ୍ତି ପିସିସିଏଫ୍ ସୁଶାନ୍ତ ନନ୍ଦ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

14 Aug 2024 By The Sakala

ଓଡ଼ିଶା ଆସିବେ ୫ ମହାବଳ ବାଘ, ନନ୍ଦନକାନନ ଆସିବେ ୨ ଜିରାଫ

ଭୁବନେଶ୍ବର: ସେପ୍ଟେମ୍ବର ଶେଷ ସୁଦ୍ଧା ଓଡ଼ିଶା ଆସିବେ ୫ ମହାବଳ ବାଘ । ମହାବଳ ଅଣାଯିବା ନେଇ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ବରଗଡ଼ ଦେବ୍ରିଗଡ଼ରେ ୩ ଓ ଶିମିଳିପାଳରେ ୨ ମହାବଳ ଛଡ଼ାଯିବ। ଆସିବାକୁ ଥିବା ମହାବଳ ଚିହ୍ନଟ ହୋଇଛନ୍ତି । ଆଇନଗତ ପ୍ରକ୍ରିୟା ସରିଛି  ସପ୍ତାହକ ଭିତରେ ବନ ବିଭାଗର ୨ଟି ଟିମ୍ ମହାବଳ ଆଣିବାକୁ ଯିବେ। ଦେବ୍ରିଗଡ଼ରେ ବାଘ ଗାଁ ଗଣ୍ଡାକୁ ନ ଯିବା ଲାଗି ସୋଲାର ଫେନ୍ସିଂ ହେବ ବୋଲି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ।

ସେହିପରି, ନନ୍ଦନକାନନ ଆସିବେ ୨ ଜିରାଫ। ନନ୍ଦନକାନନରେ ଥିବା ଜିରାଫ ‘ଖୁସି’କୁ ମିଳିବେ ୨ ନୂଆ ସାଥୀ । ଜିରାଫ ଆଣିବା ନେଇ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ଚଳିତ ମାସ ସୁଦ୍ଧା ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିବେ ହଳେ ଜିରାଫ। ଆନିମଲ ଏକ୍ସଚେଞ୍ଜ ପ୍ରୋଗ୍ରାମରେ ଆଲିପୁର ଚିଡ଼ିଆଖାନାରୁ ଅଣାଯିବ ବୋଲି କହିଛନ୍ତି ପିସିସିଏଫ୍ ସୁଶାନ୍ତ ନନ୍ଦ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର