ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୩୭୭କୁ ବୃଦ୍ଧି ପାଇଛି । Covid-19 […]
ଭୁବନେଶ୍ୱର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୩୭୭କୁ ବୃଦ୍ଧି ପାଇଛି ।
Covid-19 Report For 14th Oct
New Positive Cases: 63
Of which 0-18 years: 10
In quarantine: 37
Local contacts: 26ଆହୁରି ପଢ଼ନ୍ତୁ: ଗୋ-ମାଫିଆଙ୍କ ବିରୋଧରେ ତିନି ଜିଲ୍ଲାରେ ବଡ କାର୍ଯ୍ୟାନୁଷ୍ଠାନ: ମୟୁରଭଞ୍ଜର ୧୫ ସ୍ଥାନରେ ଚଢ଼ାଉ, ବିପୁଳ ନଗଦ ଓ ସୁନା-ରୂପା ଜବତ(Details of local contacts will be shared by concerned District)
1. Balasore: 2
2. Balangir: 1
3. Cuttack: 12
4. Ganjam: 1
5. Jagatsinghpur: 2
6. Jajpur: 1— I & PR Department, Odisha (@IPR_Odisha) October 15, 2022
7. Kalahandi: 2
8. Khurda: 11
9. Koraput: 1
10. Mayurbhanj: 3
11. Nawarangpur: 3
12. Nuapada: 3
13. Puri: 4
14. Rayagada: 1
15. Sambalpur: 2
16. Sundargarh: 12
17. State Pool: 2New recoveries: 79
Cumulative tested: 33708205
Positive: 1335377
Recovered: 1325519
Active case: 605— I & PR Department, Odisha (@IPR_Odisha) October 15, 2022
ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୩୭୭କୁ ବୃଦ୍ଧି ପାଇଛି ।
Covid-19 Report For 14th Oct
New Positive Cases: 63
Of which 0-18 years: 10
In quarantine: 37
Local contacts: 26(Details of local contacts will be shared by concerned District)