ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୩୭୭କୁ ବୃଦ୍ଧି ପାଇଛି । Covid-19 […]

ଭୁବନେଶ୍ୱର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୩୭୭କୁ ବୃଦ୍ଧି ପାଇଛି ।

About The Author: The Sakala