ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ ପରିସରରେ ୭୭ତମ ସ୍ବାଧୀନତା ଦିବସ ପାଳିତ

The Sakala Picture
Published On

ଭୁବନେଶ୍ୱର : ଦେଶ ପାଳୁଛି ୭୭ତମ ସ୍ବାଧୀନତା ଦିବସ । ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ ପରିସରରେ ମହାସମାରୋହରେ ପାଳିତ ହୋଇଛି ସ୍ବାଧୀନତା ଦିବସ । ବିଜେଡି ଉପସଭାପତି ଦେବୀ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ସାଂସଦ ଅମର ପଟ୍ଟନାୟକ, ସୁଲତା ଦେଓ, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ, ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, […]

ଭୁବନେଶ୍ୱର : ଦେଶ ପାଳୁଛି ୭୭ତମ ସ୍ବାଧୀନତା ଦିବସ । ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ ପରିସରରେ ମହାସମାରୋହରେ ପାଳିତ ହୋଇଛି ସ୍ବାଧୀନତା ଦିବସ । ବିଜେଡି ଉପସଭାପତି ଦେବୀ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ସାଂସଦ ଅମର ପଟ୍ଟନାୟକ, ସୁଲତା ଦେଓ, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ, ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ ଯୁବ ଏବଂ ଛାତ୍ର ନେତାମାନେ ଉପସ୍ଥିତ ଥିଲେ । ସମସ୍ତେ ଜାତୀୟ ପତାକାକୁ ସମ୍ମାନ ପ୍ରଦର୍ଶନ କରିବା ସହ ଜାତୀୟ ସଂଗୀତ ଗାନ କରିଥିଲେ ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର