ଖସୁଛି କରୋନା ଗ୍ରାଫ୍‌ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର : ବ୍ୟାପକ ଟିକାକରଣ ଯୋଗୁଁ ରାଜ୍ୟରେ କୋଭିଡ଼ ସଂକ୍ରମଣ ସଂଖ୍ୟା ତୁଳନାତ୍ମକ ଭାବରେ କମ୍‍ ରହିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଅତିକ୍ରମ କରିଥିବା ବେଳେ ଆଜି ତାହା ହ୍ରାସ ପାଇଛି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ମଧ୍ୟ ନିୟନ୍ତ୍ରଣ ମଧ୍ୟରେ ରହିଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ସମ୍ପ୍ରତି କୋଭିଡ଼ ପୀଡ଼ିତ ମାତ୍ର ୫ ଦିନ ମଧ୍ୟରେ ସୁସ୍ଥ ହେଉଛନ୍ତି। କେବଳ ପାରାସିଟାମଲ ହିଁ ଓମିକ୍ରନରୁ ସୁସ୍ଥ କରିବାକୁ ଯଥେଷ୍ଟ ବୋଲି କୁହାଯାଉଛି। […]

ଭୁବନେଶ୍ବର : ବ୍ୟାପକ ଟିକାକରଣ ଯୋଗୁଁ ରାଜ୍ୟରେ କୋଭିଡ଼ ସଂକ୍ରମଣ ସଂଖ୍ୟା ତୁଳନାତ୍ମକ ଭାବରେ କମ୍‍ ରହିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଅତିକ୍ରମ କରିଥିବା ବେଳେ ଆଜି ତାହା ହ୍ରାସ ପାଇଛି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ମଧ୍ୟ ନିୟନ୍ତ୍ରଣ ମଧ୍ୟରେ ରହିଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ସମ୍ପ୍ରତି କୋଭିଡ଼ ପୀଡ଼ିତ ମାତ୍ର ୫ ଦିନ ମଧ୍ୟରେ ସୁସ୍ଥ ହେଉଛନ୍ତି। କେବଳ ପାରାସିଟାମଲ ହିଁ ଓମିକ୍ରନରୁ ସୁସ୍ଥ କରିବାକୁ ଯଥେଷ୍ଟ ବୋଲି କୁହାଯାଉଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଟିକାକରଣକୁ ତ୍ୱରାନ୍ୱିତ କରିବାକୁ ପଦକ୍ଷେପ ନିଆଯାଇଛି। ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୮୮୪୫ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୭୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସର ୯୨୭ ଜଣ ରହିଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

22 Jan 2022 By The Sakala

ଖସୁଛି କରୋନା ଗ୍ରାଫ୍‌ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍

ଭୁବନେଶ୍ବର : ବ୍ୟାପକ ଟିକାକରଣ ଯୋଗୁଁ ରାଜ୍ୟରେ କୋଭିଡ଼ ସଂକ୍ରମଣ ସଂଖ୍ୟା ତୁଳନାତ୍ମକ ଭାବରେ କମ୍‍ ରହିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଅତିକ୍ରମ କରିଥିବା ବେଳେ ଆଜି ତାହା ହ୍ରାସ ପାଇଛି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ମଧ୍ୟ ନିୟନ୍ତ୍ରଣ ମଧ୍ୟରେ ରହିଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ସମ୍ପ୍ରତି କୋଭିଡ଼ ପୀଡ଼ିତ ମାତ୍ର ୫ ଦିନ ମଧ୍ୟରେ ସୁସ୍ଥ ହେଉଛନ୍ତି। କେବଳ ପାରାସିଟାମଲ ହିଁ ଓମିକ୍ରନରୁ ସୁସ୍ଥ କରିବାକୁ ଯଥେଷ୍ଟ ବୋଲି କୁହାଯାଉଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଟିକାକରଣକୁ ତ୍ୱରାନ୍ୱିତ କରିବାକୁ ପଦକ୍ଷେପ ନିଆଯାଇଛି। ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୮୮୪୫ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୭୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସର ୯୨୭ ଜଣ ରହିଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର