ଖିଲାଡି ଷ୍ଟାର ଅକ୍ଷୟ କୁମାର କରୋନା ପଜିଟିଭ୍

ମୁମ୍ବାଇ: ଦେଶରେ ଦୃତ ଗତିରେ ବୃଦ୍ଧି ପାଉଛି କରୋନା । ଜଣଙ୍କ ପରେ ଜଣେ ସେଲିବ୍ରିଟି କରୋନା ସଂକ୍ରମିତ ହେଉଛନ୍ତି । ଆଜି ବଲିଉଡ ଷ୍ଟାର ଅକ୍ଷୟ କୁମାର କରୋନା ସଂକ୍ରମିତ ହୋଇଛନ୍ତି । ଏ ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। 🙏🏻 pic.twitter.com/w9Q7m54BUN — Akshay Kumar (@akshaykumar) April 4, 2021 ସେ ଟ୍ବିଟରେ ଲେଖିଛନ୍ତି ଯେ, ଆଜି ସକାଳୁ ତାଙ୍କର ରିପୋର୍ଟ ପଜିଟିଭ୍ ବାହାରିଛି। ଏହାପରେ ସେ ହୋମ୍ […]

ମୁମ୍ବାଇ: ଦେଶରେ ଦୃତ ଗତିରେ ବୃଦ୍ଧି ପାଉଛି କରୋନା । ଜଣଙ୍କ ପରେ ଜଣେ ସେଲିବ୍ରିଟି କରୋନା ସଂକ୍ରମିତ ହେଉଛନ୍ତି । ଆଜି ବଲିଉଡ ଷ୍ଟାର ଅକ୍ଷୟ କୁମାର କରୋନା ସଂକ୍ରମିତ ହୋଇଛନ୍ତି । ଏ ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି।

ସେ ଟ୍ବିଟରେ ଲେଖିଛନ୍ତି ଯେ, ଆଜି ସକାଳୁ ତାଙ୍କର ରିପୋର୍ଟ ପଜିଟିଭ୍ ବାହାରିଛି। ଏହାପରେ ସେ ହୋମ୍ କ୍ୱାରେଣ୍ଟାଇନରେ ଥିବା କହିଛନ୍ତି ।  ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍ ଟେଷ୍ଟ କରାଇବା ପାଇଁ ଅକ୍ଷୟ କୁମାର କହିଛନ୍ତି। ଏହାସହ ଅକ୍ଷୟ କୁମାର ଲେଖିଛନ୍ତି, ‘ବ୍ଯାକ ଟୁ ଭେରି ସୁନ୍’।

About The Author: The Sakala