ପାଠ ନ ପଢିବାରୁ ବଡ ଭାଇର ମାଡ଼ରେ ସାନ ଭାଇର ମୃତ୍ଯୁ ଅଭିଯୋଗ

The Sakala Picture
Published On

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଆଜି ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ବଡ଼ଭାଇର ମାଡ଼ରେ ସାନଭାଇର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ସାନଭାଇ ହେଲେ ରାଜମୋହନ ସେନାପତି। ଅଭିଯୁକ୍ତ ଡ଼ଭାଇ ବିଶ୍ବମୋହନ ସେନାପତିକୁ ପୁଲିସ ଗିରଫ କରିଛି। ସୂଚନା ଅନୁଯାୟୀ, ନୂଆସାହି ଅଞ୍ଚଳର ବିଶ୍ବମୋହନ ଓ ରାଜମୋହନ ହେଉଛନ୍ତି ଦୁଇ ଭାଇ। ବିଶ୍ବମୋହନ ହେଉଛନ୍ତି ବଡ଼। ସେ ଏମ୍‌ବିଏ ପଢ଼ିଛନ୍ତି। କିନ୍ତୁ ସାନଭାଇ ଏମ୍‌ବିଏ ପାଠ ପଢ଼ିସାରିଲା ପରେ ପ୍ରତିଯୋଗିତାମୂଳକ […]

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଆଜି ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ବଡ଼ଭାଇର ମାଡ଼ରେ ସାନଭାଇର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ସାନଭାଇ ହେଲେ ରାଜମୋହନ ସେନାପତି। ଅଭିଯୁକ୍ତ ଡ଼ଭାଇ ବିଶ୍ବମୋହନ ସେନାପତିକୁ ପୁଲିସ ଗିରଫ କରିଛି।

ଆହୁରି ପଢ଼ନ୍ତୁ: ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ ସ୍ୱତନ୍ତ୍ର କୋର୍ଟ

ସୂଚନା ଅନୁଯାୟୀ, ନୂଆସାହି ଅଞ୍ଚଳର ବିଶ୍ବମୋହନ ଓ ରାଜମୋହନ ହେଉଛନ୍ତି ଦୁଇ ଭାଇ। ବିଶ୍ବମୋହନ ହେଉଛନ୍ତି ବଡ଼। ସେ ଏମ୍‌ବିଏ ପଢ଼ିଛନ୍ତି। କିନ୍ତୁ ସାନଭାଇ ଏମ୍‌ବିଏ ପାଠ ପଢ଼ିସାରିଲା ପରେ ପ୍ରତିଯୋଗିତାମୂଳକ ପରୀକ୍ଷା ଦେଉଥିଲେ। କିନ୍ତୁ ଅନେକ ଥର ପରୀକ୍ଷା ଦେଲା ପରେ ମଧ୍ୟ ତାଙ୍କୁ ସଫଳତା ମିଳିପାରୁ ନ ଥିଲା। ହେଲେ ଭଲ କରି ପରିଶ୍ରମ କରୁ ନ ଥି ବାରୁ ସାନ ଭାଇ ରାଜମୋହନଙ୍କୁ ତାଗିଦ କରିଥିଲେ ବଡ଼ଭାଇ ବିଶ୍ୱମୋହନ। ଏହି କଥାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା ।ରାଜମୋହନଙ୍କୁ ପାଠ ପଢ଼ିବାକୁ ତାଗିଦ କରି ବିଶ୍ବମୋହନ ମାଡ଼ ମାରିଥିଲେ। ଫଳରେ ରାଜମୋହନଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।।

ଆହୁରି ପଢ଼ନ୍ତୁ: ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା: ପ୍ରଧାନମନ୍ତ୍ରୀଙ୍କୁ ପଠାଇଲେ ଚିଠି, ଜନ୍ତରମନ୍ତର ଛାତ୍ର ଆନ୍ଦୋଳନ ପରେ ବଡ଼ ନିଷ୍ପତ୍ତି

ଖବର ପାଇ ନୟାପଲ୍ଲୀ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ୩୦୨ ଦଫାରେ ଉଚ୍ଚ ଶିକ୍ଷିତ ଏମ୍‌ବିଏ ପଢ଼ୁଆ ବିଶ୍ବମୋହନ ନାଁରେ ଏକ ମାମଲା ରୁଜୁ କରି ଗିରଫ କରିଛି। ପୁଲିସ ଘଟଣାର ଅଧିକ ତଦନ୍ତ କରୁଥିବା ବେଳେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି।

ଆହୁରି ପଢ଼ନ୍ତୁ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ 'ଗଣତନ୍ତ୍ରର ବିଜୟ' କହିଲା CJP

20 Sep 2022 By The Sakala

ପାଠ ନ ପଢିବାରୁ ବଡ ଭାଇର ମାଡ଼ରେ ସାନ ଭାଇର ମୃତ୍ଯୁ ଅଭିଯୋଗ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଆଜି ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ବଡ଼ଭାଇର ମାଡ଼ରେ ସାନଭାଇର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ସାନଭାଇ ହେଲେ ରାଜମୋହନ ସେନାପତି। ଅଭିଯୁକ୍ତ ଡ଼ଭାଇ ବିଶ୍ବମୋହନ ସେନାପତିକୁ ପୁଲିସ ଗିରଫ କରିଛି।

ସୂଚନା ଅନୁଯାୟୀ, ନୂଆସାହି ଅଞ୍ଚଳର ବିଶ୍ବମୋହନ ଓ ରାଜମୋହନ ହେଉଛନ୍ତି ଦୁଇ ଭାଇ। ବିଶ୍ବମୋହନ ହେଉଛନ୍ତି ବଡ଼। ସେ ଏମ୍‌ବିଏ ପଢ଼ିଛନ୍ତି। କିନ୍ତୁ ସାନଭାଇ ଏମ୍‌ବିଏ ପାଠ ପଢ଼ିସାରିଲା ପରେ ପ୍ରତିଯୋଗିତାମୂଳକ ପରୀକ୍ଷା ଦେଉଥିଲେ। କିନ୍ତୁ ଅନେକ ଥର ପରୀକ୍ଷା ଦେଲା ପରେ ମଧ୍ୟ ତାଙ୍କୁ ସଫଳତା ମିଳିପାରୁ ନ ଥିଲା। ହେଲେ ଭଲ କରି ପରିଶ୍ରମ କରୁ ନ ଥି ବାରୁ ସାନ ଭାଇ ରାଜମୋହନଙ୍କୁ ତାଗିଦ କରିଥିଲେ ବଡ଼ଭାଇ ବିଶ୍ୱମୋହନ। ଏହି କଥାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା ।ରାଜମୋହନଙ୍କୁ ପାଠ ପଢ଼ିବାକୁ ତାଗିଦ କରି ବିଶ୍ବମୋହନ ମାଡ଼ ମାରିଥିଲେ। ଫଳରେ ରାଜମୋହନଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।।

ଖବର ପାଇ ନୟାପଲ୍ଲୀ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ୩୦୨ ଦଫାରେ ଉଚ୍ଚ ଶିକ୍ଷିତ ଏମ୍‌ବିଏ ପଢ଼ୁଆ ବିଶ୍ବମୋହନ ନାଁରେ ଏକ ମାମଲା ରୁଜୁ କରି ଗିରଫ କରିଛି। ପୁଲିସ ଘଟଣାର ଅଧିକ ତଦନ୍ତ କରୁଥିବା ବେଳେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର