ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

The Sakala Picture
Published On

ଭୁବନେଶ୍ୱର: ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି  । କିମ୍ବଦନ୍ତୀ ସଂଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଏକ ଯୁଗର ଅବସାନ  । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା  କରିଛନ୍ତି  । ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବାମୟ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି  । ପ୍ରଫୁଲ୍ଲ କରଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ […]

ଭୁବନେଶ୍ୱର: ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି  । କିମ୍ବଦନ୍ତୀ ସଂଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଏକ ଯୁଗର ଅବସାନ  । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା  କରିଛନ୍ତି  । ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବାମୟ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି  । ପ୍ରଫୁଲ୍ଲ କରଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି।

ଆହୁରି ପଢ଼ନ୍ତୁ: 'ସୁଭଦ୍ରା' ଯୋଜନାକୁ ନେଇ ବଡ ଖବର: ଆସନ୍ତାକାଲି ମହିଳା ଦିବସରେ ମିଳିବ ଚତୁର୍ଥ କିସ୍ତି

ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି  । ସେପଟେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି  । ସ୍ବର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି  । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ମନ୍ତ୍ରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି । ଓଡ଼ିଆ ସଂଗୀତ ଓ ସଂସ୍କୃତିରେ ପ୍ରଫୁଲ୍ଲଙ୍କ ଅବଦାନ ଅବିସ୍ମରଣୀୟ

18 Apr 2022 By The Sakala

ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି  । କିମ୍ବଦନ୍ତୀ ସଂଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଏକ ଯୁଗର ଅବସାନ  । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା  କରିଛନ୍ତି  । ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବାମୟ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି  । ପ୍ରଫୁଲ୍ଲ କରଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି।

ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି  । ସେପଟେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି  । ସ୍ବର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି  । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ମନ୍ତ୍ରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି । ଓଡ଼ିଆ ସଂଗୀତ ଓ ସଂସ୍କୃତିରେ ପ୍ରଫୁଲ୍ଲଙ୍କ ଅବଦାନ ଅବିସ୍ମରଣୀୟ

https://www.thesakala.in/big-news/chief-minister-mourns-the-loss-of-musician-prafulla-kar/article-10853
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର