ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ : ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିସିପି

The Sakala Picture
Published On

ଭୁବନେଶ୍ୱର : ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଟି-୨୦ ମ୍ୟାଚ । ଏଥିପାଇଁ ଆସନ୍ତାକାଲି ଭୁବନେଶ୍ବରରେ ପହଞ୍ଚିବେ ଖେଳାଳି । ଖେଳାଳି ଆସିବା ପୂର୍ବରୁ ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲା କମିଶନରେଟ ପୋଲିସ । ଭୁବନେଶ୍ୱର ଡିସିପି ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ସହ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । କିଭଳି ଖେଳାଳିଙ୍କୁ କର୍ଡନ କରି ହୋଟେଲ ପର୍ଯ୍ୟନ୍ତ ନିଆଯିବ ସେ ନେଇ ରୁଟ ମ୍ୟାପ ପ୍ରସ୍ତୁତ କରିଛନ୍ତି । […]

ଭୁବନେଶ୍ୱର : ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଟି-୨୦ ମ୍ୟାଚ । ଏଥିପାଇଁ ଆସନ୍ତାକାଲି ଭୁବନେଶ୍ବରରେ ପହଞ୍ଚିବେ ଖେଳାଳି । ଖେଳାଳି ଆସିବା ପୂର୍ବରୁ ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲା କମିଶନରେଟ ପୋଲିସ । ଭୁବନେଶ୍ୱର ଡିସିପି ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ସହ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । କିଭଳି ଖେଳାଳିଙ୍କୁ କର୍ଡନ କରି ହୋଟେଲ ପର୍ଯ୍ୟନ୍ତ ନିଆଯିବ ସେ ନେଇ ରୁଟ ମ୍ୟାପ ପ୍ରସ୍ତୁତ କରିଛନ୍ତି । ବିଭିନ୍ନ ସ୍ଥାନରେ ସାଧାପୋଷାକରେ ପୋଲିସ ମୁତୟନ ହେବେ । ଏୟାରପୋର୍ଟ ଅଥରିଟିଙ୍କ ସହ ଆଲୋଚନା କରିଛନ୍ତି ନିଜେ ଡିସିପି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

ପ୍ରଥମ ଥର ପାଇଁ ଭିଭିଆଇପି ଗେଟରେ ବାହାରିବେ ଉଭୟ ଦେଶର ଖେଳାଳି । ପୂର୍ବରୁ କାର୍ଗୋ ଗେଟ ଦେଇ ବାହରୁଥିଲେ ଖେଳାଳି। ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗହଳିକୁ ଆଖି ଆଗରେ ରଖି ବ୍ୟାରିକେଡ ବ୍ୟବସ୍ଥା କରାଯିବ। ସୁରକ୍ଷା ବ୍ୟବସ୍ଥାରେ ସମୁଦାୟ ୨୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଏହି ଆଲୋଚନା ସମୟରେ କମିଶନରେଟ ପୋଲିସର ବରିଷ୍ଠ ଅଧିକାରୀ, ସିଆଇଏସଏଫର ଅଧିକାରୀମାନେ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

09 Jun 2022 By The Sakala

ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ : ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିସିପି

ଭୁବନେଶ୍ୱର : ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଟି-୨୦ ମ୍ୟାଚ । ଏଥିପାଇଁ ଆସନ୍ତାକାଲି ଭୁବନେଶ୍ବରରେ ପହଞ୍ଚିବେ ଖେଳାଳି । ଖେଳାଳି ଆସିବା ପୂର୍ବରୁ ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲା କମିଶନରେଟ ପୋଲିସ । ଭୁବନେଶ୍ୱର ଡିସିପି ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ସହ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । କିଭଳି ଖେଳାଳିଙ୍କୁ କର୍ଡନ କରି ହୋଟେଲ ପର୍ଯ୍ୟନ୍ତ ନିଆଯିବ ସେ ନେଇ ରୁଟ ମ୍ୟାପ ପ୍ରସ୍ତୁତ କରିଛନ୍ତି । ବିଭିନ୍ନ ସ୍ଥାନରେ ସାଧାପୋଷାକରେ ପୋଲିସ ମୁତୟନ ହେବେ । ଏୟାରପୋର୍ଟ ଅଥରିଟିଙ୍କ ସହ ଆଲୋଚନା କରିଛନ୍ତି ନିଜେ ଡିସିପି ।

ପ୍ରଥମ ଥର ପାଇଁ ଭିଭିଆଇପି ଗେଟରେ ବାହାରିବେ ଉଭୟ ଦେଶର ଖେଳାଳି । ପୂର୍ବରୁ କାର୍ଗୋ ଗେଟ ଦେଇ ବାହରୁଥିଲେ ଖେଳାଳି। ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗହଳିକୁ ଆଖି ଆଗରେ ରଖି ବ୍ୟାରିକେଡ ବ୍ୟବସ୍ଥା କରାଯିବ। ସୁରକ୍ଷା ବ୍ୟବସ୍ଥାରେ ସମୁଦାୟ ୨୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଏହି ଆଲୋଚନା ସମୟରେ କମିଶନରେଟ ପୋଲିସର ବରିଷ୍ଠ ଅଧିକାରୀ, ସିଆଇଏସଏଫର ଅଧିକାରୀମାନେ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର