ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ବଢ଼ିଛି କରୋନା ସଂକ୍ରମଣ। ଗତକାଲି ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୮ଟି […]
ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ବଢ଼ିଛି କରୋନା ସଂକ୍ରମଣ। ଗତକାଲି ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୮ଟି ଜିଲ୍ଲାରୁ ୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 22nd June
ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡିNew Positive Cases: 73
Of which 0-18 years: 11
In quarantine: 44
Local contacts: 29(Details of local contacts will be shared by concerned District)
1. Balangir: 1
2. Cuttack: 4
3. Kendrapada: 1
4. Khurda: 41
5. Nuapada: 6
6. Puri: 6— I & PR Department, Odisha (@IPR_Odisha) June 23, 2022






