ରାଷ୍ଟ୍ରପତି ନିର୍ବାଚନ ପାଇଁ ନବୀନଙ୍କ ସହ କଥା ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

The Sakala Picture
Published On

ନନ୍ଦିଘୋଷ ବ୍ୟୁରୋ: ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏସମ୍ପର୍କରେ ନବୀନ ପଟ୍ଟନାୟକଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଲୋଚନା କରିଛନ୍ତି । ଆଲୋଚନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ସୂଚନା ଦେଇଛନ୍ତି । ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାନଙ୍କ ସମ୍ପର୍କରେ ଫୋନ୍ ଯୋଗେ କଥା ହୋଇଛନ୍ତି ନଡ୍ଡା । ନାମାଙ୍କନ ସମୟରେ ଉପସ୍ଥିତ […]

ନନ୍ଦିଘୋଷ ବ୍ୟୁରୋ: ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏସମ୍ପର୍କରେ ନବୀନ ପଟ୍ଟନାୟକଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଲୋଚନା କରିଛନ୍ତି । ଆଲୋଚନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ସୂଚନା ଦେଇଛନ୍ତି । ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାନଙ୍କ ସମ୍ପର୍କରେ ଫୋନ୍ ଯୋଗେ କଥା ହୋଇଛନ୍ତି ନଡ୍ଡା । ନାମାଙ୍କନ ସମୟରେ ଉପସ୍ଥିତ ରହିବାକୁ ନବୀନଙ୍କୁ ଅନୁରୋଧ କରିଥିଲେ ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ବିଭାଗରେ ଆସିବ ଆଧୁନିକତା: କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ 'ଏଆଇ' (AI) ସବସ୍କ୍ରିପସନ୍ ପ୍ରସ୍ତାବ

ଅନୁରୋଧକ୍ରମେ ନବୀନ ପଟ୍ଟନାୟକ ଦୁଇ ମନ୍ତ୍ରୀଙ୍କୁ କାଲି ଦିଲ୍ଲୀ ପଠାଇବେ । ନାମାଙ୍କନ ସମୟରେ ସେମାନେ ମୁର୍ମୁଙ୍କ ସହ ଉପସ୍ଥିତ ରହିବେ । ଆଜି କ୍ୟାବିନେଟ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସରକା ନାମାଙ୍କନ ପତ୍ରରେ ଦସ୍ତଖତ କରିବେ । ଆସନ୍ତାକାଲି ନାମାଙ୍କନ ସମୟରେ ଉପସ୍ଥିତ ରହିବେ । ସୂଚନା ଥାଉକି ଗତକାଲି ନବୀନ ପଟ୍ଟନାୟକ ଏନଡିଏ ପ୍ରାର୍ଥୀ ତଥା ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ ଦେବେ ବୋଲି ଘୋଷଣା କରିଥିଲା ।

ଆହୁରି ପଢ଼ନ୍ତୁ: ଆଜି ବାହୁଡ଼ିବେ ମହାବାହୁ: ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ଣ ୪ଟାରେ ରଥଟଣା

23 Jun 2022 By The Sakala

ରାଷ୍ଟ୍ରପତି ନିର୍ବାଚନ ପାଇଁ ନବୀନଙ୍କ ସହ କଥା ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ନନ୍ଦିଘୋଷ ବ୍ୟୁରୋ: ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏସମ୍ପର୍କରେ ନବୀନ ପଟ୍ଟନାୟକଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଲୋଚନା କରିଛନ୍ତି । ଆଲୋଚନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ସୂଚନା ଦେଇଛନ୍ତି । ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାନଙ୍କ ସମ୍ପର୍କରେ ଫୋନ୍ ଯୋଗେ କଥା ହୋଇଛନ୍ତି ନଡ୍ଡା । ନାମାଙ୍କନ ସମୟରେ ଉପସ୍ଥିତ ରହିବାକୁ ନବୀନଙ୍କୁ ଅନୁରୋଧ କରିଥିଲେ ।

ଅନୁରୋଧକ୍ରମେ ନବୀନ ପଟ୍ଟନାୟକ ଦୁଇ ମନ୍ତ୍ରୀଙ୍କୁ କାଲି ଦିଲ୍ଲୀ ପଠାଇବେ । ନାମାଙ୍କନ ସମୟରେ ସେମାନେ ମୁର୍ମୁଙ୍କ ସହ ଉପସ୍ଥିତ ରହିବେ । ଆଜି କ୍ୟାବିନେଟ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସରକା ନାମାଙ୍କନ ପତ୍ରରେ ଦସ୍ତଖତ କରିବେ । ଆସନ୍ତାକାଲି ନାମାଙ୍କନ ସମୟରେ ଉପସ୍ଥିତ ରହିବେ । ସୂଚନା ଥାଉକି ଗତକାଲି ନବୀନ ପଟ୍ଟନାୟକ ଏନଡିଏ ପ୍ରାର୍ଥୀ ତଥା ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ ଦେବେ ବୋଲି ଘୋଷଣା କରିଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର