ଅନ୍ତର୍ଜାତୀୟସ୍ତରରେ CRUTକୁ ଜାତିସଂଘ ପବ୍ଲିକ ସର୍ଭିସ ଆୱାର୍ଡ

The Sakala Picture
Published On

ଭୁବନେଶ୍ୱର: ଅନ୍ତର୍ଜାତୀୟସ୍ତରରେ CRUTକୁ ପୁରସ୍କାର । CRUTକୁ ଜାତିସଂଘ ପବ୍ଲିକ ସର୍ଭିସ ଆୱାର୍ଡ ପ୍ରଦାନ କରାଯାଇଛି । ଲିଙ୍ଗଗତ ସମାନତା ପାଇଁ ଉଦାହରଣ ସୃଷ୍ଟି କରିଛି CRUT । ମହିଳା ଓ ତୃତୀୟ ଲିଙ୍ଗିଙ୍କୁ ନିୟୋଜିତ କରିଛି CRUT । CRUTକୁ ଜାତିସଂଘ ପବ୍ଲିକ ସର୍ଭିସ ଆୱାର୍ଡ ପ୍ରଦାନ କରାଯାଇଥିବାରୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଲୋକସେବା କ୍ଷେତ୍ରରେ ଜାତିସଂଘ ପବ୍ଲିକ ସର୍ଭିସ ଆୱାର୍ଡ ହେଉଛି ସର୍ବଶ୍ରେଷ୍ଠ ଅନ୍ତର୍ଜାତୀୟ ପୁରସ୍କାର । Congratulate @CRUT_BBSR on receiving […]

ଭୁବନେଶ୍ୱର: ଅନ୍ତର୍ଜାତୀୟସ୍ତରରେ CRUTକୁ ପୁରସ୍କାର । CRUTକୁ ଜାତିସଂଘ ପବ୍ଲିକ ସର୍ଭିସ ଆୱାର୍ଡ ପ୍ରଦାନ କରାଯାଇଛି । ଲିଙ୍ଗଗତ ସମାନତା ପାଇଁ ଉଦାହରଣ ସୃଷ୍ଟି କରିଛି CRUT । ମହିଳା ଓ ତୃତୀୟ ଲିଙ୍ଗିଙ୍କୁ ନିୟୋଜିତ କରିଛି CRUT । CRUTକୁ ଜାତିସଂଘ ପବ୍ଲିକ ସର୍ଭିସ ଆୱାର୍ଡ ପ୍ରଦାନ କରାଯାଇଥିବାରୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଲୋକସେବା କ୍ଷେତ୍ରରେ ଜାତିସଂଘ ପବ୍ଲିକ ସର୍ଭିସ ଆୱାର୍ଡ ହେଉଛି ସର୍ବଶ୍ରେଷ୍ଠ ଅନ୍ତର୍ଜାତୀୟ ପୁରସ୍କାର ।

ଆହୁରି ପଢ଼ନ୍ତୁ: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କୁ ନେଇ ବଡ଼ ଖୁଲାସା: ବାପା ଆୟାତୋଲ୍ଲାଙ୍କ ଇଚ୍ଛାପତ୍ରରେ ନଥିଲା ନାମ

ଏହା ଦେଶମାନଙ୍କ ମଧ୍ୟରେ କୁଶଳ କାର୍ଯ୍ୟଧାରା ଗ୍ରହଣ କରିଥାଏ । ଯାହାକି ଜନସାଧାରଣଙ୍କ ସେବାରେ ସମର୍ପିତ ହୋଇ ପ୍ରସିଦ୍ଧି ଲାଭ କରିଥାଏ । ଜନସାଧାରଣଙ୍କ ଗମନାଗମନ କ୍ଷେତ୍ରରେ ଲିଙ୍ଗଗତ ଭେଦଭାବକୁ ଗୁରୁତ୍ୱ ଦେବା ଓ ସୁପରିଚାଳନା ଦିଗରେ କ୍ରୁଟ୍ ଦୀର୍ଘ ପାଞ୍ଚ ବର୍ଷ ଧରି କାର୍ଯ୍ୟ କରିଆସୁଛି । ଏହି କ୍ଷେତ୍ରରେ ଉତ୍ତମ ସେବା ପ୍ରଦାନ କରି କ୍ରମାଗତ ଭାବେ ଭୁବନେଶ୍ୱର ଅନ୍ତର୍ଗତ ଗମନାଗମନ ବ୍ୟବସ୍ଥାକୁ ସୁଦୃଢ଼ କରି କ୍ରୁଟ୍ ଅନ୍ତର୍ଜାତୀୟ ସ୍ତରରେ ପୁରସ୍କୃତ ହୋଇଛି ।

23 Jun 2022 By The Sakala

ଅନ୍ତର୍ଜାତୀୟସ୍ତରରେ CRUTକୁ ଜାତିସଂଘ ପବ୍ଲିକ ସର୍ଭିସ ଆୱାର୍ଡ

ଭୁବନେଶ୍ୱର: ଅନ୍ତର୍ଜାତୀୟସ୍ତରରେ CRUTକୁ ପୁରସ୍କାର । CRUTକୁ ଜାତିସଂଘ ପବ୍ଲିକ ସର୍ଭିସ ଆୱାର୍ଡ ପ୍ରଦାନ କରାଯାଇଛି । ଲିଙ୍ଗଗତ ସମାନତା ପାଇଁ ଉଦାହରଣ ସୃଷ୍ଟି କରିଛି CRUT । ମହିଳା ଓ ତୃତୀୟ ଲିଙ୍ଗିଙ୍କୁ ନିୟୋଜିତ କରିଛି CRUT । CRUTକୁ ଜାତିସଂଘ ପବ୍ଲିକ ସର୍ଭିସ ଆୱାର୍ଡ ପ୍ରଦାନ କରାଯାଇଥିବାରୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଲୋକସେବା କ୍ଷେତ୍ରରେ ଜାତିସଂଘ ପବ୍ଲିକ ସର୍ଭିସ ଆୱାର୍ଡ ହେଉଛି ସର୍ବଶ୍ରେଷ୍ଠ ଅନ୍ତର୍ଜାତୀୟ ପୁରସ୍କାର ।

ଏହା ଦେଶମାନଙ୍କ ମଧ୍ୟରେ କୁଶଳ କାର୍ଯ୍ୟଧାରା ଗ୍ରହଣ କରିଥାଏ । ଯାହାକି ଜନସାଧାରଣଙ୍କ ସେବାରେ ସମର୍ପିତ ହୋଇ ପ୍ରସିଦ୍ଧି ଲାଭ କରିଥାଏ । ଜନସାଧାରଣଙ୍କ ଗମନାଗମନ କ୍ଷେତ୍ରରେ ଲିଙ୍ଗଗତ ଭେଦଭାବକୁ ଗୁରୁତ୍ୱ ଦେବା ଓ ସୁପରିଚାଳନା ଦିଗରେ କ୍ରୁଟ୍ ଦୀର୍ଘ ପାଞ୍ଚ ବର୍ଷ ଧରି କାର୍ଯ୍ୟ କରିଆସୁଛି । ଏହି କ୍ଷେତ୍ରରେ ଉତ୍ତମ ସେବା ପ୍ରଦାନ କରି କ୍ରମାଗତ ଭାବେ ଭୁବନେଶ୍ୱର ଅନ୍ତର୍ଗତ ଗମନାଗମନ ବ୍ୟବସ୍ଥାକୁ ସୁଦୃଢ଼ କରି କ୍ରୁଟ୍ ଅନ୍ତର୍ଜାତୀୟ ସ୍ତରରେ ପୁରସ୍କୃତ ହୋଇଛି ।

https://www.thesakala.in/big-news/crut-gets-united-nations-award-for-mo-bus/article-12718
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର