ଦିଲ୍ଲୀରେ ଆଜିଠୁ ଏପ୍ରିଲ ୩୦ ତାରିଖ ଯାଏ ନାଇଟ କର୍ଫ୍ଯୁ

The Sakala Picture
Published On

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି  ଦିଲ୍ଲୀରେ ରାତ୍ରକାଳୀନ କର୍ଫ୍ୟୁ ଜାରି ହୋଇଛି । ଆଜି ରାତି ୧୦ଟାରୁ ଲାଗୁ ହେବ । ଏପ୍ରିଲ ୩୦ ତାରିଖ ଯାଏ ରାତି ୧୦ଟାରୁ ସକାଳ ୫ଟା ଯାଏ ଏହି ନାଇଟ୍ କର୍ଫ୍ୟୁ ଜାରି ରହିବ । ଜରୁରୀ କାମ ନ ଥିଲେ ଘରୁ ନବାହାରିବା ପାଇଁ ନିର୍ଦ୍ଦେଶ ରହିଛି। ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦିଲ୍ଲୀରୁ ୩ହଜାର ୫୪୮ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଦୈନିକ ସଂକ୍ରମଣ […]

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି  ଦିଲ୍ଲୀରେ ରାତ୍ରକାଳୀନ କର୍ଫ୍ୟୁ ଜାରି ହୋଇଛି । ଆଜି ରାତି ୧୦ଟାରୁ ଲାଗୁ ହେବ । ଏପ୍ରିଲ ୩୦ ତାରିଖ ଯାଏ ରାତି ୧୦ଟାରୁ ସକାଳ ୫ଟା ଯାଏ ଏହି ନାଇଟ୍ କର୍ଫ୍ୟୁ ଜାରି ରହିବ । ଜରୁରୀ କାମ ନ ଥିଲେ ଘରୁ ନବାହାରିବା ପାଇଁ ନିର୍ଦ୍ଦେଶ ରହିଛି।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦିଲ୍ଲୀରୁ ୩ହଜାର ୫୪୮ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଦୈନିକ ସଂକ୍ରମଣ ବଢୁଥିବାରୁ ଲାଗିଲା କଟକଣା । ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୬ଲକ୍ଷ ୭୯ହଜାର ୯୬୨ । ଏବେ ୧୪ହଜାରରୁ ଅଧିକ ଆକ୍ଟିଭ୍ କେସ୍ ରହିଛି।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର