ରାଜ୍ୟରେ ପୁଣି ଉପରମୁହାଁ କରୋନା ଗ୍ରାଫ: ଦୈନିକ ସଂକ୍ରମଣ ୫ ଶହ ପାର୍‌, ଗତ ୨୪ ଘଣ୍ଟାରେ ୫୭୨ ଜଣ ପଜିଟିଭ ଚିହ୍ନଟ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଗତକାଲି ପରି ଆଜି ମଧ୍ୟ ସଂକ୍ରମଣ ୫ ଶହ ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ […]

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଗତକାଲି ପରି ଆଜି ମଧ୍ୟ ସଂକ୍ରମଣ ୫ ଶହ ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୯ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

11 Jul 2022 By The Sakala

ରାଜ୍ୟରେ ପୁଣି ଉପରମୁହାଁ କରୋନା ଗ୍ରାଫ: ଦୈନିକ ସଂକ୍ରମଣ ୫ ଶହ ପାର୍‌, ଗତ ୨୪ ଘଣ୍ଟାରେ ୫୭୨ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଗତକାଲି ପରି ଆଜି ମଧ୍ୟ ସଂକ୍ରମଣ ୫ ଶହ ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୯ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

https://www.thesakala.in/big-news/again-in-the-state-the-top-corona-graph/article-13198
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର