ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ; ଦିନ ୧୧:୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ

The Sakala Picture
Published On

ଭୁବନେଶ୍ୱର: ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିନ । ଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ । ବିଧାନସଭାର ପ୍ରଶ୍ନକାଳରେ ଉଠିଲା NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ମୁଖପାତ୍ର ଅଜୟ କୁମାରଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗ । ଗୃହ ମଧ୍ୟଭାଗରେ ବିଜେପି ସଦସ୍ୟ ପ୍ରବଳ ହଟ୍ଟଗୋଳ କରିଥିଲେ । ସେପଟେ କଂଗ୍ରେସର ସଦସ୍ୟ ବି ଗୃହ ମଧ୍ୟଭାଗରେ ହୋହଲ୍ଲା କରିଥିଲେ । ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇବାକୁ ବିରୋଧୀଙ୍କୁ ଅନୁରୋଧ […]

ଭୁବନେଶ୍ୱର: ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିନ । ଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ । ବିଧାନସଭାର ପ୍ରଶ୍ନକାଳରେ ଉଠିଲା NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ମୁଖପାତ୍ର ଅଜୟ କୁମାରଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗ । ଗୃହ ମଧ୍ୟଭାଗରେ ବିଜେପି ସଦସ୍ୟ ପ୍ରବଳ ହଟ୍ଟଗୋଳ କରିଥିଲେ । ସେପଟେ କଂଗ୍ରେସର ସଦସ୍ୟ ବି ଗୃହ ମଧ୍ୟଭାଗରେ ହୋହଲ୍ଲା କରିଥିଲେ । ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇବାକୁ ବିରୋଧୀଙ୍କୁ ଅନୁରୋଧ କରିଥିଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ । କିନ୍ତୁ ବିରୋଧୀ ଦଳର ସଦସ୍ୟ ବାଚସ୍ପତିଙ୍କ ଅନୁରୋଧ ନଶୁଣିବାରୁ ଗୃହକୁ ଦିନ ସାଢ଼େ ୧୧ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ ।

ଆହୁରି ପଢ଼ନ୍ତୁ: ପେଟ୍ରୋଲ-ଡିଜେଲ ସରିଯିବା ନେଇ ମାଲକାନଗିରିରେ ଗୁଜବ, ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ

14 Jul 2022 By The Sakala

ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ; ଦିନ ୧୧:୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିନ । ଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ । ବିଧାନସଭାର ପ୍ରଶ୍ନକାଳରେ ଉଠିଲା NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ମୁଖପାତ୍ର ଅଜୟ କୁମାରଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗ । ଗୃହ ମଧ୍ୟଭାଗରେ ବିଜେପି ସଦସ୍ୟ ପ୍ରବଳ ହଟ୍ଟଗୋଳ କରିଥିଲେ । ସେପଟେ କଂଗ୍ରେସର ସଦସ୍ୟ ବି ଗୃହ ମଧ୍ୟଭାଗରେ ହୋହଲ୍ଲା କରିଥିଲେ । ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇବାକୁ ବିରୋଧୀଙ୍କୁ ଅନୁରୋଧ କରିଥିଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ । କିନ୍ତୁ ବିରୋଧୀ ଦଳର ସଦସ୍ୟ ବାଚସ୍ପତିଙ୍କ ଅନୁରୋଧ ନଶୁଣିବାରୁ ଗୃହକୁ ଦିନ ସାଢ଼େ ୧୧ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ ।

https://www.thesakala.in/big-news/assembly-budget-session-house-adjourned-until-1130-a-m/article-13280
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର