ପୁଣି ରେପୋ ରେଟ୍ ବଢାଇଲା ଆରବିଆଇ

The Sakala Picture
Published On

ମୁମ୍ବାଇ : ଦେଶବାସୀଙ୍କୁ ମିଳିବନି ଆଶ୍ବସ୍ତି। ଆହୁରି ବୃଦ୍ଧି ପାଇବ ଦରଦାମ। ଦେଶରେ ଏବେ ନିୟନ୍ତ୍ରଣ ବାହାରେ ମୁଦ୍ରାସ୍ଫୀତି। ଏହାକୁ ନେଇ ଚିନ୍ତାରେ ସରକାର। ଏଥିପାଇଁ ପୁଣି ଥରେ ବଢ଼ିଛି ସୁଧହାର। ଆରବିଆଇର ଏହି ନିଷ୍ପତ୍ତି ପରେ ବର୍ତ୍ତମାନ ରେପୋ ହାର ୪.୯% ରୁ ୫.୪୦% କୁ ବୃଦ୍ଧି ପାଇଛି।  ମୁଦ୍ରାସ୍ପିତି ହାରକୁ ନିୟନ୍ତ୍ରଣ ପାଇଁ ଆରବିଆଇ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା  କୁହାଯାଇଛି।  ରେପୋ ରେଟ ବଢ଼ାଇବା ପରେ ମହଙ୍ଗା ହେବ ଗୃହ ଓ କାର […]

ମୁମ୍ବାଇ : ଦେଶବାସୀଙ୍କୁ ମିଳିବନି ଆଶ୍ବସ୍ତି। ଆହୁରି ବୃଦ୍ଧି ପାଇବ ଦରଦାମ। ଦେଶରେ ଏବେ ନିୟନ୍ତ୍ରଣ ବାହାରେ ମୁଦ୍ରାସ୍ଫୀତି। ଏହାକୁ ନେଇ ଚିନ୍ତାରେ ସରକାର। ଏଥିପାଇଁ ପୁଣି ଥରେ ବଢ଼ିଛି ସୁଧହାର। ଆରବିଆଇର ଏହି ନିଷ୍ପତ୍ତି ପରେ ବର୍ତ୍ତମାନ ରେପୋ ହାର ୪.୯% ରୁ ୫.୪୦% କୁ ବୃଦ୍ଧି ପାଇଛି।  ମୁଦ୍ରାସ୍ପିତି ହାରକୁ ନିୟନ୍ତ୍ରଣ ପାଇଁ ଆରବିଆଇ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା  କୁହାଯାଇଛି।  ରେପୋ ରେଟ ବଢ଼ାଇବା ପରେ ମହଙ୍ଗା ହେବ ଗୃହ ଓ କାର ଋଣ  । ରେପୋ ରେଟ ବୃଦ୍ଧି ପାଇବା ପରେ ମୁଦ୍ରାସ୍ପୀତି ଉପରେ ନିୟନ୍ତ୍ରଣ ଆସିବ ବୋଲି ଆରବିଆଇ ଆଶା ରଖିଛି ।

ଆହୁରି ପଢ଼ନ୍ତୁ: ହର୍ମୁଜ ପ୍ରଣାଳୀରେ ଭାରତ ଆସୁଥିବା ଜାହାଜ ଉପରକୁ ଗୁଳିମାଡ଼ ସହ ଜାହାଜକୁ ନିଜ କବ୍‌ଜାକୁ ନେଲା IRGC

ଗତ ୪ମାସ ଭିତରେ ରେପୋରେଟ ୧.୪ ପ୍ରତିଶତ ବଢ଼ିଲାଣି  । ଜୁନ୍ ମାସରେ ମୁଦ୍ରାସ୍ପିତି ୭ ପ୍ରତିଶତ ଥିଲା  ଏହାକୁ ଦେଖି ମନ୍ଥଲି ପଲିସି କମିଟି ରେପୋରେଟ ବଢାଇବାକୁ ନିଷ୍ପତ୍ତି ନେଇଥିଲା  ତେବେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣରଙ୍କ ଅଧ୍ୟକ୍ଷତାରେ ବସିଥିବା ମନିଟାରି ପଲିସି କମିଟିର ୬ ଜଣିଆ ସଦସ୍ୟ ରେପୋରେଟ ବଢ଼ାଇବା ସପକ୍ଷରେ ମତ ଦେଇଥିଲେ ।  ତେବେ ରେପୋରେଟ ବଢ଼ାଇବା ପରେ  ୨୦୨୨-୨୩ରେ ମୁଦ୍ରାସ୍ପିତି ୬.୭ ପ୍ରତିଶତକୁ ଖସିବ ବୋଲି ଆଶା ରଖିଛି ଆରବିଆଇ ।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି

05 Aug 2022 By The Sakala

ପୁଣି ରେପୋ ରେଟ୍ ବଢାଇଲା ଆରବିଆଇ

ମୁମ୍ବାଇ : ଦେଶବାସୀଙ୍କୁ ମିଳିବନି ଆଶ୍ବସ୍ତି। ଆହୁରି ବୃଦ୍ଧି ପାଇବ ଦରଦାମ। ଦେଶରେ ଏବେ ନିୟନ୍ତ୍ରଣ ବାହାରେ ମୁଦ୍ରାସ୍ଫୀତି। ଏହାକୁ ନେଇ ଚିନ୍ତାରେ ସରକାର। ଏଥିପାଇଁ ପୁଣି ଥରେ ବଢ଼ିଛି ସୁଧହାର। ଆରବିଆଇର ଏହି ନିଷ୍ପତ୍ତି ପରେ ବର୍ତ୍ତମାନ ରେପୋ ହାର ୪.୯% ରୁ ୫.୪୦% କୁ ବୃଦ୍ଧି ପାଇଛି।  ମୁଦ୍ରାସ୍ପିତି ହାରକୁ ନିୟନ୍ତ୍ରଣ ପାଇଁ ଆରବିଆଇ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା  କୁହାଯାଇଛି।  ରେପୋ ରେଟ ବଢ଼ାଇବା ପରେ ମହଙ୍ଗା ହେବ ଗୃହ ଓ କାର ଋଣ  । ରେପୋ ରେଟ ବୃଦ୍ଧି ପାଇବା ପରେ ମୁଦ୍ରାସ୍ପୀତି ଉପରେ ନିୟନ୍ତ୍ରଣ ଆସିବ ବୋଲି ଆରବିଆଇ ଆଶା ରଖିଛି ।

ଗତ ୪ମାସ ଭିତରେ ରେପୋରେଟ ୧.୪ ପ୍ରତିଶତ ବଢ଼ିଲାଣି  । ଜୁନ୍ ମାସରେ ମୁଦ୍ରାସ୍ପିତି ୭ ପ୍ରତିଶତ ଥିଲା  ଏହାକୁ ଦେଖି ମନ୍ଥଲି ପଲିସି କମିଟି ରେପୋରେଟ ବଢାଇବାକୁ ନିଷ୍ପତ୍ତି ନେଇଥିଲା  ତେବେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣରଙ୍କ ଅଧ୍ୟକ୍ଷତାରେ ବସିଥିବା ମନିଟାରି ପଲିସି କମିଟିର ୬ ଜଣିଆ ସଦସ୍ୟ ରେପୋରେଟ ବଢ଼ାଇବା ସପକ୍ଷରେ ମତ ଦେଇଥିଲେ ।  ତେବେ ରେପୋରେଟ ବଢ଼ାଇବା ପରେ  ୨୦୨୨-୨୩ରେ ମୁଦ୍ରାସ୍ପିତି ୬.୭ ପ୍ରତିଶତକୁ ଖସିବ ବୋଲି ଆଶା ରଖିଛି ଆରବିଆଇ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର