ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ ଆତ୍ମହତ୍ୟା ଘଟଣା, ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ

The Sakala Picture
Published On

ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ ଆତ୍ମହତ୍ୟା ଘଟଣାର ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଶ୍ଵାସରୁଦ୍ଧ ହୋଇ ଘଟିଛି ମୃତ୍ୟୁ ବେକ ବ୍ୟତୀତ ଶରୀର ର ଅନ୍ୟ କୌଣସି ସ୍ଥାନରେ କ୍ଷତ ଚିହ୍ନ ନାହିଁ ଆଉ କିଛି ସମୟ ପରେ ଚନ୍ଦ୍ରଶେଖରପୁର ଥାନାରେ ପହଁଚିବ ଶବ ବ୍ୟବଚ୍ଛେଦ ରିପୋର୍ଟ । ରିପୋର୍ଟ ଆଧାରରେ ଆଗେଇବ ତଦନ୍ତ ପ୍ରକ୍ରିୟା ସେପଟେ ଏଯାଏଁ ଥାନାରେ ହାଜର ହୋଇନାହାନ୍ତି ସୌମ୍ୟ ଓକିଲଙ୍କ ଜରିଆରେ ଆଉ କିଛି ସମୟ ମାଗିଥିବା ସୂଚନା […]

ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ ଆତ୍ମହତ୍ୟା ଘଟଣାର ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଶ୍ଵାସରୁଦ୍ଧ ହୋଇ ଘଟିଛି ମୃତ୍ୟୁ ବେକ ବ୍ୟତୀତ ଶରୀର ର ଅନ୍ୟ କୌଣସି ସ୍ଥାନରେ କ୍ଷତ ଚିହ୍ନ ନାହିଁ ଆଉ କିଛି ସମୟ ପରେ ଚନ୍ଦ୍ରଶେଖରପୁର ଥାନାରେ ପହଁଚିବ ଶବ ବ୍ୟବଚ୍ଛେଦ ରିପୋର୍ଟ । ରିପୋର୍ଟ ଆଧାରରେ ଆଗେଇବ ତଦନ୍ତ ପ୍ରକ୍ରିୟା ସେପଟେ ଏଯାଏଁ ଥାନାରେ ହାଜର ହୋଇନାହାନ୍ତି ସୌମ୍ୟ ଓକିଲଙ୍କ ଜରିଆରେ ଆଉ କିଛି ସମୟ ମାଗିଥିବା ସୂଚନା । ଫର୍ମାଟି ହୋଇଥିବା ଶ୍ଵେତାଙ୍କ ଫୋନ ରିଟ୍ରାଇଭ ହୋଇଛି କଲରେକର୍ଡ଼, ଭିଡିଓ, ଫଟୋ ପୋଲିସ ହାତରେ ଲାଗିଛି । ହସ୍ତଗତ ତଥ୍ୟ ସମ୍ପର୍କରେ ସୌମ୍ୟଙ୍କୁ ପଚରାଉଚରା କରାଯିବ କମିଶନରେଟ ପୋଲିସ ସୂତ୍ରରୁ ସୂଚନା ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଶହେ ଫୁଟ୍ ତଳକୁ ଖସିଲା ବସ୍‌, ୧୫ ମୃତ

24 Aug 2022 By The Sakala

ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ ଆତ୍ମହତ୍ୟା ଘଟଣା, ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ

ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ ଆତ୍ମହତ୍ୟା ଘଟଣାର ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଶ୍ଵାସରୁଦ୍ଧ ହୋଇ ଘଟିଛି ମୃତ୍ୟୁ ବେକ ବ୍ୟତୀତ ଶରୀର ର ଅନ୍ୟ କୌଣସି ସ୍ଥାନରେ କ୍ଷତ ଚିହ୍ନ ନାହିଁ ଆଉ କିଛି ସମୟ ପରେ ଚନ୍ଦ୍ରଶେଖରପୁର ଥାନାରେ ପହଁଚିବ ଶବ ବ୍ୟବଚ୍ଛେଦ ରିପୋର୍ଟ । ରିପୋର୍ଟ ଆଧାରରେ ଆଗେଇବ ତଦନ୍ତ ପ୍ରକ୍ରିୟା ସେପଟେ ଏଯାଏଁ ଥାନାରେ ହାଜର ହୋଇନାହାନ୍ତି ସୌମ୍ୟ ଓକିଲଙ୍କ ଜରିଆରେ ଆଉ କିଛି ସମୟ ମାଗିଥିବା ସୂଚନା । ଫର୍ମାଟି ହୋଇଥିବା ଶ୍ଵେତାଙ୍କ ଫୋନ ରିଟ୍ରାଇଭ ହୋଇଛି କଲରେକର୍ଡ଼, ଭିଡିଓ, ଫଟୋ ପୋଲିସ ହାତରେ ଲାଗିଛି । ହସ୍ତଗତ ତଥ୍ୟ ସମ୍ପର୍କରେ ସୌମ୍ୟଙ୍କୁ ପଚରାଉଚରା କରାଯିବ କମିଶନରେଟ ପୋଲିସ ସୂତ୍ରରୁ ସୂଚନା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର