ମୁଲାୟମଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…

The Sakala Picture
Published On

ଭୁବନେଶ୍ୱର: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ବରିଷ୍ଠ ରାଜନେତା ମୁଲାୟମ ସିଂ ଯାଦବଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ସକାଳ ୮ ଟା ୧୬ ମିନିଟରେ ଗୁରୁଗ୍ରାମର ବେଦାନ୍ତ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ମୃତ୍ୟୁରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି । ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କ ସମେତ ଅନେକ ବିଶିଷ୍ଠ ବ୍ୟକ୍ତି ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି । Deeply saddened […]

ଭୁବନେଶ୍ୱର: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ବରିଷ୍ଠ ରାଜନେତା ମୁଲାୟମ ସିଂ ଯାଦବଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ସକାଳ ୮ ଟା ୧୬ ମିନିଟରେ ଗୁରୁଗ୍ରାମର ବେଦାନ୍ତ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ମୃତ୍ୟୁରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି । ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କ ସମେତ ଅନେକ ବିଶିଷ୍ଠ ବ୍ୟକ୍ତି ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବ୍ୟବସାୟିକ LPG ସିଲିଣ୍ଡର ଯୋଗାଣ ଉପରେ ପ୍ରତିବନ୍ଧକ ପରେ ଚିନ୍ତାରେ ହୋଟେଲ ଓ ରେଷ୍ଟୁରାଣ୍ଟ ବ୍ୟବସାୟୀ

ସେହିପରି ମୁଲାୟମ ସିଂ ଯାଦବଙ୍କ ନିଧନରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ନବୀନ ଲେଖିଛନ୍ତି, ”ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ପୂର୍ବତନ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ମୃତ୍ୟୁ ଖବର ଶୁଣି ମୁଁ ଗଭୀର ମର୍ମାହତ ହୋଇଛି । କୁପ୍ରଥାକୁ ଉଚ୍ଛେଦ କ୍ଷେତ୍ରରେ ସମାଜିକ ନେତା ମୁଲାୟମଙ୍କ ଯୋଗଦାନ ସବୁବେଲେ ମନେରହିବ । ଶୋକସନ୍ତପ ପରିବାର ଏବଂ ସମର୍ଥକଙ୍କୁ ମୋର ସମବେଦନା । ଓମ୍ ଶାନ୍ତି । ”

10 Oct 2022 By The Sakala

ମୁଲାୟମଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…

ଭୁବନେଶ୍ୱର: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ବରିଷ୍ଠ ରାଜନେତା ମୁଲାୟମ ସିଂ ଯାଦବଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ସକାଳ ୮ ଟା ୧୬ ମିନିଟରେ ଗୁରୁଗ୍ରାମର ବେଦାନ୍ତ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ମୃତ୍ୟୁରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି । ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କ ସମେତ ଅନେକ ବିଶିଷ୍ଠ ବ୍ୟକ୍ତି ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ।

ସେହିପରି ମୁଲାୟମ ସିଂ ଯାଦବଙ୍କ ନିଧନରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ନବୀନ ଲେଖିଛନ୍ତି, ”ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ପୂର୍ବତନ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ମୃତ୍ୟୁ ଖବର ଶୁଣି ମୁଁ ଗଭୀର ମର୍ମାହତ ହୋଇଛି । କୁପ୍ରଥାକୁ ଉଚ୍ଛେଦ କ୍ଷେତ୍ରରେ ସମାଜିକ ନେତା ମୁଲାୟମଙ୍କ ଯୋଗଦାନ ସବୁବେଲେ ମନେରହିବ । ଶୋକସନ୍ତପ ପରିବାର ଏବଂ ସମର୍ଥକଙ୍କୁ ମୋର ସମବେଦନା । ଓମ୍ ଶାନ୍ତି । ”

https://www.thesakala.in/big-news/chief-minister-condoles-death-of-mulayam/article-15595
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର