ସୂର୍ଯ୍ୟ ପରାଗ ପାଇଁ ଅକ୍ଟୋବର 25 ସରକାରୀ ଛୁଟି ଘୋଷଣା
ଭୁବନେଶ୍ୱର : ଆସନ୍ତା 25ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ତଦନୁଯାୟୀ 25ତାରିଖ ମଂଗଳ ବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ବନ୍ଦ ରହିବ।

ଆହୁରି ପଢ଼ନ୍ତୁ: ଜେଲ୍ରେ ପଡ଼ିଲା ହାତଗଣ୍ଠି, ଜୀବନସାଥୀ ହେଲେ ଦୁଇ ବିଚାରାଧୀନ କଏଦୀ
22 Oct 2022
By The Sakala
ସୂର୍ଯ୍ୟ ପରାଗ ପାଇଁ ଅକ୍ଟୋବର 25 ସରକାରୀ ଛୁଟି ଘୋଷଣା
ଭୁବନେଶ୍ୱର : ଆସନ୍ତା 25ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ତଦନୁଯାୟୀ 25ତାରିଖ ମଂଗଳ ବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ବନ୍ଦ ରହିବ।
⊕ https://www.thesakala.in/big-news/declaration-of-25-october-official-holiday-for-surya-grahan/article-15951