ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ

The Sakala Picture
Published On

ଭୁବନେଶ୍ବର: ପୁଣି କାୟା ବିସ୍ତାର କରୁଛି କରୋନା । ଦୈନିକ ସଂକ୍ରମଣ ସଂଖ୍ଯା ମଧ୍ଯ ବୃଦ୍ଧି ଘଟିଛି। ଏଥିସହ ରାଜ୍ଯରେ କରୋନା କଟକଣା ମଧ୍ଯ କଡ଼ାକଡ଼ି କରାଯାଇଛି। ଆଜି ଶ୍ରୀଲିଙ୍ଗରାଜ ମନ୍ଦିରରୁ କିଛି ସେବାୟତ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଲିଙ୍ଗରାଜ ମନ୍ଦିରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ ହୋଇଛି।  କେବଳ ସେବାୟତଙ୍କ ଦ୍ୱାରା ନୀତିକାନ୍ତି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏ  ନେଇ ବିଏମସି ପକ୍ଷରୁ […]

ଭୁବନେଶ୍ବର: ପୁଣି କାୟା ବିସ୍ତାର କରୁଛି କରୋନା । ଦୈନିକ ସଂକ୍ରମଣ ସଂଖ୍ଯା ମଧ୍ଯ ବୃଦ୍ଧି ଘଟିଛି। ଏଥିସହ ରାଜ୍ଯରେ କରୋନା କଟକଣା ମଧ୍ଯ କଡ଼ାକଡ଼ି କରାଯାଇଛି। ଆଜି ଶ୍ରୀଲିଙ୍ଗରାଜ ମନ୍ଦିରରୁ କିଛି ସେବାୟତ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଲିଙ୍ଗରାଜ ମନ୍ଦିରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ ହୋଇଛି।  କେବଳ ସେବାୟତଙ୍କ ଦ୍ୱାରା ନୀତିକାନ୍ତି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏ  ନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଯୁଦ୍ଧର ନିଆଁ: ବ୍ୟାରେଲ ପିଛା ୧୦୦ ଡଲାର ଟପିଲା ଅଶୋଧିତ ତୈଳ ଦର, ଖସିଲା ଟଙ୍କାର ମୂଲ୍ୟ

ସୂଚନା ଅନୁଯାୟୀ, ମନ୍ଦିରର ୪ଜଣ ସେବାୟତ କୋରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବିଏମସି ପକ୍ଷରୁ ଏହି ନିଷ୍ପତି ନିଆଯାଇଛି। ଅଧିକ ସଂକ୍ରମଣ ରୋକିବା ପାଇଁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ଯନ୍ତ ମନ୍ଦିର ଭିତରକୁ ଜନସାଧାରଣ ପ୍ରବେଶ ତଥା ଦର୍ଶନକୁ ବାରଣ କରିଛି ଭୁବନେଶ୍ୱର ମହାନଗର ନିଗମ। କେବଳ ନୀତିକାନ୍ତି ଜାରି ରହିବ। ଏହାସହ ରୁକୁଣା ରଥଯାତ୍ରା ପୂର୍ବ ନିଷ୍ପତ୍ତି ଓ ନିର୍ଦ୍ଦେଶ ମୁତାବକ ହେବ ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି। ରୁକୁଣା ରଥଯାତ୍ରାରେ ସାମିଲ ହେବାକୁ ଥିବା ବିଭିନ୍ନ ସେବାୟତଙ୍କର ଗତକାଲି ହୋଇଥିଲା ଟେଷ୍ଟିଂ। ଆଜି ମଧ୍ୟ କିଛି ସେବାୟତଙ୍କ ଟେଷ୍ଟିଂ କରାଯାଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

18 Apr 2021 By The Sakala

ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ

ଭୁବନେଶ୍ବର: ପୁଣି କାୟା ବିସ୍ତାର କରୁଛି କରୋନା । ଦୈନିକ ସଂକ୍ରମଣ ସଂଖ୍ଯା ମଧ୍ଯ ବୃଦ୍ଧି ଘଟିଛି। ଏଥିସହ ରାଜ୍ଯରେ କରୋନା କଟକଣା ମଧ୍ଯ କଡ଼ାକଡ଼ି କରାଯାଇଛି। ଆଜି ଶ୍ରୀଲିଙ୍ଗରାଜ ମନ୍ଦିରରୁ କିଛି ସେବାୟତ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଲିଙ୍ଗରାଜ ମନ୍ଦିରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ ହୋଇଛି।  କେବଳ ସେବାୟତଙ୍କ ଦ୍ୱାରା ନୀତିକାନ୍ତି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏ  ନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ମନ୍ଦିରର ୪ଜଣ ସେବାୟତ କୋରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବିଏମସି ପକ୍ଷରୁ ଏହି ନିଷ୍ପତି ନିଆଯାଇଛି। ଅଧିକ ସଂକ୍ରମଣ ରୋକିବା ପାଇଁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ଯନ୍ତ ମନ୍ଦିର ଭିତରକୁ ଜନସାଧାରଣ ପ୍ରବେଶ ତଥା ଦର୍ଶନକୁ ବାରଣ କରିଛି ଭୁବନେଶ୍ୱର ମହାନଗର ନିଗମ। କେବଳ ନୀତିକାନ୍ତି ଜାରି ରହିବ। ଏହାସହ ରୁକୁଣା ରଥଯାତ୍ରା ପୂର୍ବ ନିଷ୍ପତ୍ତି ଓ ନିର୍ଦ୍ଦେଶ ମୁତାବକ ହେବ ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି। ରୁକୁଣା ରଥଯାତ୍ରାରେ ସାମିଲ ହେବାକୁ ଥିବା ବିଭିନ୍ନ ସେବାୟତଙ୍କର ଗତକାଲି ହୋଇଥିଲା ଟେଷ୍ଟିଂ। ଆଜି ମଧ୍ୟ କିଛି ସେବାୟତଙ୍କ ଟେଷ୍ଟିଂ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର