ରିଲିଜ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ ‘ଆଦିପୁରୁଷ’ର ଟ୍ରେଲର, ଜୁନ୍ ୧୬ରେ ଆସିବ ପୁରା ଫିଲ୍ମ

The Sakala Picture
Published On

ମୁମ୍ବାଇ: ରିଲିଜ୍ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ ’ଆଦିପୁରୁଷ’ର ଟ୍ରେଲର । ‘ରାମାୟଣ’ କାହାଣୀ ଆଧାରିତ ତଥା ସାଉଥ୍ ସୁପରଷ୍ଟାର ପ୍ରଭାସ ଓ ବଲିଉଡ୍ ନାୟିକା କ୍ରିତି ସାନନଙ୍କ ଅଭିନୀତ ଫିଲ୍ମ ‘ଆଦିପୁରୁଷ’ ଏ ବର୍ଷର ବହୁ ପ୍ରତୀକ୍ଷିତ ଫିଲ୍ମ ମଧ୍ୟରୁ ଗୋଟିଏ । ନିର୍ଦ୍ଦେଶକ ଓମ୍‌ ରାଉତ୍‌ଙ୍କ ଏହି ଫିଲ୍ମଟି ଆଗାମୀ ଜୁନ୍‌ ୧୬ ତାରିଖରେ ରିଲିଜ୍‌ ହେବ। ଟ୍ରେଲର ରିଲିଜ ହେବାର କିଛି ଘଣ୍ଟା ମଧ୍ୟରେ ଲକ୍ଷ ଲକ୍ଷ ଲୋକ ଏହାକୁ ଦେଖି ସାରିଲେଣି […]

ମୁମ୍ବାଇ: ରିଲିଜ୍ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ ’ଆଦିପୁରୁଷ’ର ଟ୍ରେଲର । ‘ରାମାୟଣ’ କାହାଣୀ ଆଧାରିତ ତଥା ସାଉଥ୍ ସୁପରଷ୍ଟାର ପ୍ରଭାସ ଓ ବଲିଉଡ୍ ନାୟିକା କ୍ରିତି ସାନନଙ୍କ ଅଭିନୀତ ଫିଲ୍ମ ‘ଆଦିପୁରୁଷ’ ଏ ବର୍ଷର ବହୁ ପ୍ରତୀକ୍ଷିତ ଫିଲ୍ମ ମଧ୍ୟରୁ ଗୋଟିଏ । ନିର୍ଦ୍ଦେଶକ ଓମ୍‌ ରାଉତ୍‌ଙ୍କ ଏହି ଫିଲ୍ମଟି ଆଗାମୀ ଜୁନ୍‌ ୧୬ ତାରିଖରେ ରିଲିଜ୍‌ ହେବ। ଟ୍ରେଲର ରିଲିଜ ହେବାର କିଛି ଘଣ୍ଟା ମଧ୍ୟରେ ଲକ୍ଷ ଲକ୍ଷ ଲୋକ ଏହାକୁ ଦେଖି ସାରିଲେଣି । ଏପରିକି ଫିଲ୍ମର ଟ୍ରେଲରକୁ ନେଇ ସୋସିଆଲ ମିଡ଼ିଆରେ ଜୋରଦାର ଚର୍ଚ୍ଚା ମଧ୍ୟ ହେଉଛି । ତେବେ ବକ୍ସ ଅଫିସରେ ଏହି ହାଇ ବଜେଟ ଫିଲ୍ମ ରେକର୍ଡ କରିବ ବୋଲି ପ୍ରଶଂସକ ଆଶା ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜିଠୁ ପୁରୀରେ ବ୍ରିକ୍ସ ସମ୍ମିଳନୀ; ଏକାଠି ହେବେ ୧୧ ଦେଶର ପ୍ରତିନିଧି, ତ୍ରିସ୍ତରୀୟ ସୁରକ୍ଷା ବଳୟରେ ସହର

ଏହି ଫିଲ୍ମରେ ପ୍ରଭାସ ଭଗବାନ ରାମଙ୍କ ଚରିତ୍ରରେ ନଜର ଆସିବେ । ସେହପରି ସୀତାଙ୍କ ରୂପରେ ଦେଖିବାକୁ ମିଳିବେ କ୍ରିତି ସାନନ୍ । ଏହି ଫିଲ୍ମ ହିନ୍ଦୀ ସହ ଆଉ ୪ଟି ଭାଷାରେ ରିଲିଜ୍ ହେବ । ବହୁ ପ୍ରତିକ୍ଷୀତ ଏହି ଫିଲ୍ମର ପ୍ରଥମ ପୋଷ୍ଟର ଗତ ରାମ ନବମୀରେ ରିଲିଜ୍ ହୋଇଥିଲା । ସେହିପରି ଦ୍ୱିତୀୟ ପୋଷ୍ଟର ହନୁମାନ ଜୟନ୍ତୀରେ ରିଲିଜ୍ ହୋଇଥିଲା ।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

09 May 2023 By The Sakala

ରିଲିଜ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ ‘ଆଦିପୁରୁଷ’ର ଟ୍ରେଲର, ଜୁନ୍ ୧୬ରେ ଆସିବ ପୁରା ଫିଲ୍ମ

ମୁମ୍ବାଇ: ରିଲିଜ୍ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ ’ଆଦିପୁରୁଷ’ର ଟ୍ରେଲର । ‘ରାମାୟଣ’ କାହାଣୀ ଆଧାରିତ ତଥା ସାଉଥ୍ ସୁପରଷ୍ଟାର ପ୍ରଭାସ ଓ ବଲିଉଡ୍ ନାୟିକା କ୍ରିତି ସାନନଙ୍କ ଅଭିନୀତ ଫିଲ୍ମ ‘ଆଦିପୁରୁଷ’ ଏ ବର୍ଷର ବହୁ ପ୍ରତୀକ୍ଷିତ ଫିଲ୍ମ ମଧ୍ୟରୁ ଗୋଟିଏ । ନିର୍ଦ୍ଦେଶକ ଓମ୍‌ ରାଉତ୍‌ଙ୍କ ଏହି ଫିଲ୍ମଟି ଆଗାମୀ ଜୁନ୍‌ ୧୬ ତାରିଖରେ ରିଲିଜ୍‌ ହେବ। ଟ୍ରେଲର ରିଲିଜ ହେବାର କିଛି ଘଣ୍ଟା ମଧ୍ୟରେ ଲକ୍ଷ ଲକ୍ଷ ଲୋକ ଏହାକୁ ଦେଖି ସାରିଲେଣି । ଏପରିକି ଫିଲ୍ମର ଟ୍ରେଲରକୁ ନେଇ ସୋସିଆଲ ମିଡ଼ିଆରେ ଜୋରଦାର ଚର୍ଚ୍ଚା ମଧ୍ୟ ହେଉଛି । ତେବେ ବକ୍ସ ଅଫିସରେ ଏହି ହାଇ ବଜେଟ ଫିଲ୍ମ ରେକର୍ଡ କରିବ ବୋଲି ପ୍ରଶଂସକ ଆଶା ରଖିଛନ୍ତି ।

ଏହି ଫିଲ୍ମରେ ପ୍ରଭାସ ଭଗବାନ ରାମଙ୍କ ଚରିତ୍ରରେ ନଜର ଆସିବେ । ସେହପରି ସୀତାଙ୍କ ରୂପରେ ଦେଖିବାକୁ ମିଳିବେ କ୍ରିତି ସାନନ୍ । ଏହି ଫିଲ୍ମ ହିନ୍ଦୀ ସହ ଆଉ ୪ଟି ଭାଷାରେ ରିଲିଜ୍ ହେବ । ବହୁ ପ୍ରତିକ୍ଷୀତ ଏହି ଫିଲ୍ମର ପ୍ରଥମ ପୋଷ୍ଟର ଗତ ରାମ ନବମୀରେ ରିଲିଜ୍ ହୋଇଥିଲା । ସେହିପରି ଦ୍ୱିତୀୟ ପୋଷ୍ଟର ହନୁମାନ ଜୟନ୍ତୀରେ ରିଲିଜ୍ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର