ଟ୍ରାଫିକ ଜାମରେ ଫସିଲେ ବିଗ୍ ବି, ଅଜ୍ଞାତ ଯୁବକଙ୍କୁ ଲିଫ୍ଟ ମାଗିବା ସହ ତାଙ୍କ ବାଇକ୍‌ରେ ଯାଇ ପହଞ୍ଚିଲେ ସୁଟିଂ ସେଟ୍‌ରେ

The Sakala Picture
Published On

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ତଥା ବିଗ ବି ଅମିତାଭ ବଚ୍ଚନ । ନିଜର ଚମତ୍କାର ଅଭିନୟ ପାଇଁ ବିଗ୍‌-ବି ଯେତିକି ଜଣାଶୁଣା ତାଙ୍କର ବ୍ୟବହାର ଓ ସମାୟାନୁବର୍ତ୍ତୀତା ପାଇଁ ସେ ସେତିକି ପରିଚିତ । ମାତ୍ର ନିକଟରେ ଅମିତାଭ ତାଙ୍କ ସୁଟିଂ ପାଇଁ ଯିବା ସମୟରେ ଟ୍ରାଫିକ୍‌ ଜାମ୍‌ ହୋଇଥିଲା । ଆଉ ସେଥିପାଇଁ ଅମିତାଭଙ୍କୁ ଅଟକିବାକୁ ପଡ଼ିଥିଲା । ପ୍ରବଳ ଟ୍ରାଫିକ୍‌ ଜାମ୍‌ ହେତୁ ତାଙ୍କ କାର୍‌ ଆଗକୁ ବଢ଼ିବାରେ ସକ୍ଷମ ହୋଇପାରିନଥିଲା । ଫଳରେ […]

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ତଥା ବିଗ ବି ଅମିତାଭ ବଚ୍ଚନ । ନିଜର ଚମତ୍କାର ଅଭିନୟ ପାଇଁ ବିଗ୍‌-ବି ଯେତିକି ଜଣାଶୁଣା ତାଙ୍କର ବ୍ୟବହାର ଓ ସମାୟାନୁବର୍ତ୍ତୀତା ପାଇଁ ସେ ସେତିକି ପରିଚିତ । ମାତ୍ର ନିକଟରେ ଅମିତାଭ ତାଙ୍କ ସୁଟିଂ ପାଇଁ ଯିବା ସମୟରେ ଟ୍ରାଫିକ୍‌ ଜାମ୍‌ ହୋଇଥିଲା । ଆଉ ସେଥିପାଇଁ ଅମିତାଭଙ୍କୁ ଅଟକିବାକୁ ପଡ଼ିଥିଲା । ପ୍ରବଳ ଟ୍ରାଫିକ୍‌ ଜାମ୍‌ ହେତୁ ତାଙ୍କ କାର୍‌ ଆଗକୁ ବଢ଼ିବାରେ ସକ୍ଷମ ହୋଇପାରିନଥିଲା । ଫଳରେ ସେ ଜଣେ ଅଜ୍ଞାତ ଯୁବକଙ୍କୁ ଲିଫ୍ଟ ମାଗିବା ସହ ତାଙ୍କ ବାଇକ୍‌ରେ ଯାଇ ସୁଟିଂ ସେଟ୍‌ରେ ପହଞ୍ଚିଥିଲେ । ପରେ ତାଙ୍କୁ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଧନ୍ୟବାଦ ଜଣାଇଥିଲେ ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ବେଳକୁ ଲଘୁଚାପ ସମ୍ଭାବନା: ୨୨ରୁ ରାଜ୍ୟବ୍ୟାପୀ ବଢ଼ିବ ବର୍ଷା

ଏହାକୁ ନେଇ ବିଗ୍‌-ବି ତାଙ୍କର ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟ କରିବା ସହ କ୍ୟାପସନ୍‌ରେ ଯୁବକ ଜଣଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଫଟୋରେ ସେ ଜଣେ ଅଜ୍ଞାତ ବ୍ୟକ୍ତିଙ୍କ ସହ ବାଇକରେ ଯାଉଥିବାର ନଜର ଆସିଛନ୍ତି। କ୍ୟାପସନରେ କହିଛନ୍ତି ଯେ କାମ ପାଇଁ ମୋର ବିଳମ୍ଵ ହେଉଥିଲା । ଏଥିପାଇଁ ସେ ଏହି ଅଜ୍ଞାତ ବ୍ୟକ୍ତିଙ୍କଠାରୁ ସାହାଯ୍ୟ ମାଗିବାକୁ ନିଷ୍ପତ୍ତି ନେଇଥିଲେ । “ଲିଫ୍ଟ ସାଙ୍ଗ ପାଇଁ ଧନ୍ୟବାଦ .. ମୁଁ ତୁମକୁ ଜାଣି ନାହିଁ .. କିନ୍ତୁ ତୁମେ ମୋତେ ମୋର କାର୍ଯ୍ୟ ସ୍ତଳରେ ପହଞ୍ଚାଇଛ…ଥ୍ୟାଙ୍କୟୁ କ୍ୟାପ୍‌, ହଳଦିଆ ଟି-ସାର୍ଟ ମାଲିକ’ ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୩ ରୁ ୫ ଯାଏଁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

15 May 2023 By The Sakala

ଟ୍ରାଫିକ ଜାମରେ ଫସିଲେ ବିଗ୍ ବି, ଅଜ୍ଞାତ ଯୁବକଙ୍କୁ ଲିଫ୍ଟ ମାଗିବା ସହ ତାଙ୍କ ବାଇକ୍‌ରେ ଯାଇ ପହଞ୍ଚିଲେ ସୁଟିଂ ସେଟ୍‌ରେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ତଥା ବିଗ ବି ଅମିତାଭ ବଚ୍ଚନ । ନିଜର ଚମତ୍କାର ଅଭିନୟ ପାଇଁ ବିଗ୍‌-ବି ଯେତିକି ଜଣାଶୁଣା ତାଙ୍କର ବ୍ୟବହାର ଓ ସମାୟାନୁବର୍ତ୍ତୀତା ପାଇଁ ସେ ସେତିକି ପରିଚିତ । ମାତ୍ର ନିକଟରେ ଅମିତାଭ ତାଙ୍କ ସୁଟିଂ ପାଇଁ ଯିବା ସମୟରେ ଟ୍ରାଫିକ୍‌ ଜାମ୍‌ ହୋଇଥିଲା । ଆଉ ସେଥିପାଇଁ ଅମିତାଭଙ୍କୁ ଅଟକିବାକୁ ପଡ଼ିଥିଲା । ପ୍ରବଳ ଟ୍ରାଫିକ୍‌ ଜାମ୍‌ ହେତୁ ତାଙ୍କ କାର୍‌ ଆଗକୁ ବଢ଼ିବାରେ ସକ୍ଷମ ହୋଇପାରିନଥିଲା । ଫଳରେ ସେ ଜଣେ ଅଜ୍ଞାତ ଯୁବକଙ୍କୁ ଲିଫ୍ଟ ମାଗିବା ସହ ତାଙ୍କ ବାଇକ୍‌ରେ ଯାଇ ସୁଟିଂ ସେଟ୍‌ରେ ପହଞ୍ଚିଥିଲେ । ପରେ ତାଙ୍କୁ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଧନ୍ୟବାଦ ଜଣାଇଥିଲେ ।

ଏହାକୁ ନେଇ ବିଗ୍‌-ବି ତାଙ୍କର ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟ କରିବା ସହ କ୍ୟାପସନ୍‌ରେ ଯୁବକ ଜଣଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଫଟୋରେ ସେ ଜଣେ ଅଜ୍ଞାତ ବ୍ୟକ୍ତିଙ୍କ ସହ ବାଇକରେ ଯାଉଥିବାର ନଜର ଆସିଛନ୍ତି। କ୍ୟାପସନରେ କହିଛନ୍ତି ଯେ କାମ ପାଇଁ ମୋର ବିଳମ୍ଵ ହେଉଥିଲା । ଏଥିପାଇଁ ସେ ଏହି ଅଜ୍ଞାତ ବ୍ୟକ୍ତିଙ୍କଠାରୁ ସାହାଯ୍ୟ ମାଗିବାକୁ ନିଷ୍ପତ୍ତି ନେଇଥିଲେ । “ଲିଫ୍ଟ ସାଙ୍ଗ ପାଇଁ ଧନ୍ୟବାଦ .. ମୁଁ ତୁମକୁ ଜାଣି ନାହିଁ .. କିନ୍ତୁ ତୁମେ ମୋତେ ମୋର କାର୍ଯ୍ୟ ସ୍ତଳରେ ପହଞ୍ଚାଇଛ…ଥ୍ୟାଙ୍କୟୁ କ୍ୟାପ୍‌, ହଳଦିଆ ଟି-ସାର୍ଟ ମାଲିକ’ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର