ବ୍ଲାକ ଫଙ୍ଗସକୁ ମହାମାରୀ ଘୋଷଣା

The Sakala Picture
Published On

ବ୍ଲାକ ଫଙ୍ଗସକୁ ମହାମାରୀ ଘୋଷଣା କଲେ ରାଜ୍ୟ ସରକାର । ରୋଗର ଭୟାବହତାକୁ ଦୃ୍ଷ୍ଟିରେ ରଖି ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି । ରାଜ୍ୟରେ ବ୍ଲାକ ଫଙ୍ଗସ୍ ନେଇ ରାଜ୍ୟ ସରକାରଙ୍କୁ ୬ଟି ସୁପାରିସ କରିଛି ଉଚ୍ଚସ୍ତରୀୟ କମିଟି । ସୁପାରିସ ଗୁଡିକ ହେଉଛି ଆବଶ୍ୟକ ଔଷଧ ଯୋଗାଇଦେବା । ନୋଟିଫାଏ ରୋଗ ଭାବେ ଘୋଷଣା କରିବା । ଜିଲ୍ଲାସ୍ତରରେ ରୋଗ ଜଣାଇବାକୁ ବାଧ୍ୟ କରାଯିବା । ପରୀକ୍ଷା, ନିରୀକ୍ଷା ଓ ଚିକିତ୍ସା ପାଇଁ ପ୍ରୋଟୋକଲ […]

ବ୍ଲାକ ଫଙ୍ଗସକୁ ମହାମାରୀ ଘୋଷଣା କଲେ ରାଜ୍ୟ ସରକାର । ରୋଗର ଭୟାବହତାକୁ ଦୃ୍ଷ୍ଟିରେ ରଖି ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି । ରାଜ୍ୟରେ ବ୍ଲାକ ଫଙ୍ଗସ୍ ନେଇ ରାଜ୍ୟ ସରକାରଙ୍କୁ ୬ଟି ସୁପାରିସ କରିଛି ଉଚ୍ଚସ୍ତରୀୟ କମିଟି । ସୁପାରିସ ଗୁଡିକ ହେଉଛି ଆବଶ୍ୟକ ଔଷଧ ଯୋଗାଇଦେବା । ନୋଟିଫାଏ ରୋଗ ଭାବେ ଘୋଷଣା କରିବା । ଜିଲ୍ଲାସ୍ତରରେ ରୋଗ ଜଣାଇବାକୁ ବାଧ୍ୟ କରାଯିବା ।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

ପରୀକ୍ଷା, ନିରୀକ୍ଷା ଓ ଚିକିତ୍ସା ପାଇଁ ପ୍ରୋଟୋକଲ କାଯିବା । ଖବର ସଂଗ୍ରହ ଉପରେ ବ୍ୟବସ୍ଥା କରିବା । ଲୋକଙ୍କୁ ପୋଷ୍ଟର, ବ୍ୟାନର ମାଧ୍ୟମରେ ସଚେତନ କରାଇବାକୁ ସୁପାରିସ କରିଛନ୍ତି ଉଚ୍ଚସ୍ତରୀୟ କମିଟି । ରାଜ୍ୟରେ ଏଯାଏଁ ୧୧ ବ୍ଲାକ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଛନ୍ତି । ସମସ୍ତ ରୋଗୀ ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ।

ଆହୁରି ପଢ଼ନ୍ତୁ: ଜନଗଣନା କରିବା ବାହାନାରେ ଆସିଲା, ବେକରେ ଛୁରୀ ଲଗାଇ ଫୋନ ଓ ମଙ୍ଗଳସୂତ୍ର ନେଇଗଲା ଲୁଟେରା

20 May 2021 By The Sakala

ବ୍ଲାକ ଫଙ୍ଗସକୁ ମହାମାରୀ ଘୋଷଣା

ବ୍ଲାକ ଫଙ୍ଗସକୁ ମହାମାରୀ ଘୋଷଣା କଲେ ରାଜ୍ୟ ସରକାର । ରୋଗର ଭୟାବହତାକୁ ଦୃ୍ଷ୍ଟିରେ ରଖି ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି । ରାଜ୍ୟରେ ବ୍ଲାକ ଫଙ୍ଗସ୍ ନେଇ ରାଜ୍ୟ ସରକାରଙ୍କୁ ୬ଟି ସୁପାରିସ କରିଛି ଉଚ୍ଚସ୍ତରୀୟ କମିଟି । ସୁପାରିସ ଗୁଡିକ ହେଉଛି ଆବଶ୍ୟକ ଔଷଧ ଯୋଗାଇଦେବା । ନୋଟିଫାଏ ରୋଗ ଭାବେ ଘୋଷଣା କରିବା । ଜିଲ୍ଲାସ୍ତରରେ ରୋଗ ଜଣାଇବାକୁ ବାଧ୍ୟ କରାଯିବା ।

ପରୀକ୍ଷା, ନିରୀକ୍ଷା ଓ ଚିକିତ୍ସା ପାଇଁ ପ୍ରୋଟୋକଲ କାଯିବା । ଖବର ସଂଗ୍ରହ ଉପରେ ବ୍ୟବସ୍ଥା କରିବା । ଲୋକଙ୍କୁ ପୋଷ୍ଟର, ବ୍ୟାନର ମାଧ୍ୟମରେ ସଚେତନ କରାଇବାକୁ ସୁପାରିସ କରିଛନ୍ତି ଉଚ୍ଚସ୍ତରୀୟ କମିଟି । ରାଜ୍ୟରେ ଏଯାଏଁ ୧୧ ବ୍ଲାକ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଛନ୍ତି । ସମସ୍ତ ରୋଗୀ ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର