ତୃତୀୟ ଥର ପାଇଁ ‘ରେପୋ’ ରେଟ୍‌ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ୍‌

The Sakala Picture
Published On

ମୁମ୍ବାଇ: କ୍ରମାଗତ ୩ୟ ଥର ପାଇଁ ‘ରେପୋ’ ରେଟ୍‌ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ୍‌। ଏହି ଘୋଷଣା ପରେ ଘର, କାର ଋଣ ସମେତ ସମସ୍ତ ପ୍ରକାର ଋଣ ନେଇଥିବା ଋଣଦାତାଙ୍କୁ ଆଶ୍ୱସ୍ତୀ ମିଳିଛି। ପୂର୍ବ ଭଳି ୬.୫ ପ୍ରତିଶତରେ ରେପୋ ରେଟ୍‌ ଅପରିବର୍ତ୍ତିତ ରହବି। ଘୋଷଣା କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ‘ରେପୋ ରେଟ୍‌’ ଅପରିବର୍ତ୍ତିତ ରଖିବା ଲାଗି ୬ଜଣିଆ ସଦସ୍ୟବିଶିଷ୍ଟ ‘ମନିଟାରି ପଲିସି କମିଟି’ ସର୍ବସଂମତିକ୍ରମେ ନିଷ୍ପତ୍ତି ଗ୍ରହଣ କରିଛି।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଶହେ ଫୁଟ୍ ତଳକୁ ଖସିଲା ବସ୍‌, ୧୫ ମୃତ

10 Aug 2023 By The Sakala

ତୃତୀୟ ଥର ପାଇଁ ‘ରେପୋ’ ରେଟ୍‌ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ୍‌

ମୁମ୍ବାଇ: କ୍ରମାଗତ ୩ୟ ଥର ପାଇଁ ‘ରେପୋ’ ରେଟ୍‌ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ୍‌। ଏହି ଘୋଷଣା ପରେ ଘର, କାର ଋଣ ସମେତ ସମସ୍ତ ପ୍ରକାର ଋଣ ନେଇଥିବା ଋଣଦାତାଙ୍କୁ ଆଶ୍ୱସ୍ତୀ ମିଳିଛି। ପୂର୍ବ ଭଳି ୬.୫ ପ୍ରତିଶତରେ ରେପୋ ରେଟ୍‌ ଅପରିବର୍ତ୍ତିତ ରହବି। ଘୋଷଣା କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ‘ରେପୋ ରେଟ୍‌’ ଅପରିବର୍ତ୍ତିତ ରଖିବା ଲାଗି ୬ଜଣିଆ ସଦସ୍ୟବିଶିଷ୍ଟ ‘ମନିଟାରି ପଲିସି କମିଟି’ ସର୍ବସଂମତିକ୍ରମେ ନିଷ୍ପତ୍ତି ଗ୍ରହଣ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର