ରିଲିଜ ପୂର୍ବରୁ ବକ୍ସ ଅଫିସରେ ‘ଯବାନ’ କ୍ରେଜ୍, ୯ କୋଟିର ଆଡଭାନ୍ସ ଟିକେଟ ବୁକିଂ
ମୁମ୍ବାଇ: ରିଲିଜ ପୂର୍ବରୁ ଆଡଭାନ୍ସ ବୁକିଂରେ ରେକର୍ଡ କଲେକ୍ସନ କଲାଣି ଫିଲ୍ମ ‘ଯବାନ’ । ଆଡଭାନ୍ସ ବୁକିଂରେ ୯ କୋଟି ଟଙ୍କା କମାଇଲାଣି ଶାହାରୁଙ୍କ ‘ଯବାନ’ ଫିଲ୍ମ । ଏବେସୁଦ୍ଧା ପ୍ରାୟ ୫ଲକ୍ଷରୁ ଅଧିକ ଟିକେଟ ବୁକିଂ ହୋଇଛି । ସାରାଦେଶରେ ଆଡଭାନ୍ସ ବୁକିଂ ଆରମ୍ଭ ହୋଇଥିବା ବେଳେ କିଛି ହଲରେ ଟିକେଟ ୨୪ଶହ ଟଙ୍କାରେ ବିକ୍ରି ହେଉଛି। ଓପନିଂ ଡେ’ ରେ ଫିଲ୍ମ ଶହେ କୋଟି ରୋଜଗାର କରିବା ଆଶା ରଖିଛନ୍ତି ମେକର୍ସ । ରେଡ୍ […]
ମୁମ୍ବାଇ: ରିଲିଜ ପୂର୍ବରୁ ଆଡଭାନ୍ସ ବୁକିଂରେ ରେକର୍ଡ କଲେକ୍ସନ କଲାଣି ଫିଲ୍ମ ‘ଯବାନ’ । ଆଡଭାନ୍ସ ବୁକିଂରେ ୯ କୋଟି ଟଙ୍କା କମାଇଲାଣି ଶାହାରୁଙ୍କ ‘ଯବାନ’ ଫିଲ୍ମ । ଏବେସୁଦ୍ଧା ପ୍ରାୟ ୫ଲକ୍ଷରୁ ଅଧିକ ଟିକେଟ ବୁକିଂ ହୋଇଛି । ସାରାଦେଶରେ ଆଡଭାନ୍ସ ବୁକିଂ ଆରମ୍ଭ ହୋଇଥିବା ବେଳେ କିଛି ହଲରେ ଟିକେଟ ୨୪ଶହ ଟଙ୍କାରେ ବିକ୍ରି ହେଉଛି।
ଓପନିଂ ଡେ’ ରେ ଫିଲ୍ମ ଶହେ କୋଟି ରୋଜଗାର କରିବା ଆଶା ରଖିଛନ୍ତି ମେକର୍ସ । ରେଡ୍ ଚିଲ୍ଲିଜ୍ ଏଣ୍ଟରଟେନମେଣ୍ଟ ବ୍ୟାନରରେ ନିର୍ମିତ ଫିଲ୍ମ ଯବାନର ନିର୍ଦ୍ଦେଶନା ଦେଇଛନ୍ତି ମଟଲି କୁମାର । ଫିଲ୍ମରେ ଶାହରୁଖ ଖାନଙ୍କ ସମେତ ସାଉଥର ସୁପରଷ୍ଟାର ନୟନତାରା, ବିଜୟ ସେଥୁପତି, ସୁନୀଲ ଗ୍ରୋବର, ରିଧି ଡୋଗ୍ରା ପ୍ରମୁଖ ଅଭିନୟ କରିଛନ୍ତି । ଦୁଇ ଦିନ ପରେ ରିଲିଜ ହେବ କିଙ୍ଗ ଖାନଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ଯବାନ । ଟ୍ରେଲର ରିଳିଜ ହେବାର କିଛି ସମୟ ଭିତରେ ମିଲିଅନ୍ସ ଭିଉଜ ହୋଇଥିଲା ଫିଲ୍ମ ।