କଟକ ଏସସିବିରେ ସନ୍ଧିଗ୍ଧ ବ୍ଲାକ ଫଙ୍ଗସ ରୋଗୀ

The Sakala Picture
Published On

କଟକ: କଟକ ଏସସିବି ବଡ଼ ମେଡିକାଲରେ ଚିହ୍ନଟ ହୋଇଛନ୍ତି ସନ୍ଧିଗ୍ଧ ବ୍ଲାକ ଫଙ୍ଗସ ରୋଗୀ । ମହିଳା ରୋଗୀ ଜଣଙ୍କ ଆଖି ତଳ କଳା ପଡିଛି । ଏହା ପୂର୍ବରୁ ମହିଳା ରୋଗୀ ଜଣକ କରୋନାରେ ପୀଡ଼ିତ ଥିଲେ ।  ସୁସ୍ଥ ହୋଇ ଘରକୁ ଫେରିଥିଲେ । କିନ୍ତୁ ଏବେ ସେ ବ୍ଲାକ୍ ଫଙ୍ଗରେ ସଂକ୍ରମିତ ଥିବା ଜଣାପଡିଛି । ଏ ନେଇ କଟକ ବଡ ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କୁ ଏସସିବି ଆଇସୋଲେସନ ଓ୍ବାର୍ଡରେ […]

କଟକ: କଟକ ଏସସିବି ବଡ଼ ମେଡିକାଲରେ ଚିହ୍ନଟ ହୋଇଛନ୍ତି ସନ୍ଧିଗ୍ଧ ବ୍ଲାକ ଫଙ୍ଗସ ରୋଗୀ । ମହିଳା ରୋଗୀ ଜଣଙ୍କ ଆଖି ତଳ କଳା ପଡିଛି । ଏହା ପୂର୍ବରୁ ମହିଳା ରୋଗୀ ଜଣକ କରୋନାରେ ପୀଡ଼ିତ ଥିଲେ ।  ସୁସ୍ଥ ହୋଇ ଘରକୁ ଫେରିଥିଲେ । କିନ୍ତୁ ଏବେ ସେ ବ୍ଲାକ୍ ଫଙ୍ଗରେ ସଂକ୍ରମିତ ଥିବା ଜଣାପଡିଛି । ଏ ନେଇ କଟକ ବଡ ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

ତାଙ୍କୁ ଏସସିବି ଆଇସୋଲେସନ ଓ୍ବାର୍ଡରେ ରଖାଯାଇ ଚିକିତ୍ସା କରାଯାଉଛି । ସଂପୃକ୍ତ ମହିଳା ରୋଗୀଙ୍କୁ ଏସସିବିର ଆଖି, ଇଏନଟି ଓ ଭେଷଜ ବିଭାଗର ବରିଷ୍ଠ ଡାକ୍ତର ଚିକିତ୍ସା କରୁଛନ୍ତି। ଆଜି ଏହି ରୋଗୀଙ୍କ ଚିକିତ୍ସା ନେଇ ଉଚ୍ଚସ୍ତରୀୟ ଆଲୋଚନା କରାଯିବ । ଏହାସହ ଏସସିବି ବ୍ଲାକ ଫଙ୍ଗସ ଟିମ୍ ତିଆରି ନେଇ ଚୂଡାନ୍ତ ହୋଇଛି।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

01 Jun 2021 By The Sakala

କଟକ ଏସସିବିରେ ସନ୍ଧିଗ୍ଧ ବ୍ଲାକ ଫଙ୍ଗସ ରୋଗୀ

କଟକ: କଟକ ଏସସିବି ବଡ଼ ମେଡିକାଲରେ ଚିହ୍ନଟ ହୋଇଛନ୍ତି ସନ୍ଧିଗ୍ଧ ବ୍ଲାକ ଫଙ୍ଗସ ରୋଗୀ । ମହିଳା ରୋଗୀ ଜଣଙ୍କ ଆଖି ତଳ କଳା ପଡିଛି । ଏହା ପୂର୍ବରୁ ମହିଳା ରୋଗୀ ଜଣକ କରୋନାରେ ପୀଡ଼ିତ ଥିଲେ ।  ସୁସ୍ଥ ହୋଇ ଘରକୁ ଫେରିଥିଲେ । କିନ୍ତୁ ଏବେ ସେ ବ୍ଲାକ୍ ଫଙ୍ଗରେ ସଂକ୍ରମିତ ଥିବା ଜଣାପଡିଛି । ଏ ନେଇ କଟକ ବଡ ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି।

ତାଙ୍କୁ ଏସସିବି ଆଇସୋଲେସନ ଓ୍ବାର୍ଡରେ ରଖାଯାଇ ଚିକିତ୍ସା କରାଯାଉଛି । ସଂପୃକ୍ତ ମହିଳା ରୋଗୀଙ୍କୁ ଏସସିବିର ଆଖି, ଇଏନଟି ଓ ଭେଷଜ ବିଭାଗର ବରିଷ୍ଠ ଡାକ୍ତର ଚିକିତ୍ସା କରୁଛନ୍ତି। ଆଜି ଏହି ରୋଗୀଙ୍କ ଚିକିତ୍ସା ନେଇ ଉଚ୍ଚସ୍ତରୀୟ ଆଲୋଚନା କରାଯିବ । ଏହାସହ ଏସସିବି ବ୍ଲାକ ଫଙ୍ଗସ ଟିମ୍ ତିଆରି ନେଇ ଚୂଡାନ୍ତ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର