ରେପୋ ରେଟ୍‌ ୬.୫% , ଅପରିବର୍ତ୍ତିତ ରଖିଲା ଆରବିଆଇ

The Sakala Picture
Published On

ମୁମ୍ବାଇ: ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ରେପୋ ରେଟ୍ ୬.୫ ପ୍ରତିଶତରେ ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି।  ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ।

ଆହୁରି ପଢ଼ନ୍ତୁ: ଅସହ୍ୟ ଖରାରେ ଅସ୍ତବ୍ୟସ୍ତ ଜନଜୀବନ: ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

06 Oct 2023 By The Sakala

ରେପୋ ରେଟ୍‌ ୬.୫% , ଅପରିବର୍ତ୍ତିତ ରଖିଲା ଆରବିଆଇ

ମୁମ୍ବାଇ: ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ରେପୋ ରେଟ୍ ୬.୫ ପ୍ରତିଶତରେ ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି।  ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର