ପିଆଜ ରପ୍ତାନି ଉପରେ ଜାରିହେଲା କଟକଣା, ଦରବୃଦ୍ଧି ରୋକିବାକୁ ସରକାରଙ୍କ ପଦକ୍ଷେପ

The Sakala Picture
Published On

ନୂଆଦିଲ୍ଲୀ : ପିଆଜର ଦର ବୃଦ୍ଧି ନିୟନ୍ତ୍ରଣ କରିବାକୁ ପଦକ୍ଷେପ ସ୍ୱରୂପ କେନ୍ଦ୍ର ସରକାର ପିଆଜ ରପ୍ତାନି ଉପରେ କଟକଣା ଲଗାଇଛନ୍ତି । ଘରୋଇ ଉପଲବ୍ଧତା ବୃଦ୍ଧି ଏବଂ ଦରକୁ ନିୟନ୍ତ୍ରଣରେ ରଖିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ମାର୍ଚ୍ଚ ୩୧, ୨୦୨୪ ପର୍ଯ୍ୟନ୍ତ ପିଆଜ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଯାଇଛି। ଆଜି ବୈଦେଶିକ ବାଣିଜ୍ୟ ମହାନିର୍ଦ୍ଦେଶାଳୟ ତରଫରୁ ଜାରି ଏକ ବିଜ୍ଞପ୍ତିରେ ଏହି ଘୋଷଣା କରାଯାଇଛି । ଦେଶରେ ସମ୍ପ୍ରତି […]

ନୂଆଦିଲ୍ଲୀ : ପିଆଜର ଦର ବୃଦ୍ଧି ନିୟନ୍ତ୍ରଣ କରିବାକୁ ପଦକ୍ଷେପ ସ୍ୱରୂପ କେନ୍ଦ୍ର ସରକାର ପିଆଜ ରପ୍ତାନି ଉପରେ କଟକଣା ଲଗାଇଛନ୍ତି । ଘରୋଇ ଉପଲବ୍ଧତା ବୃଦ୍ଧି ଏବଂ ଦରକୁ ନିୟନ୍ତ୍ରଣରେ ରଖିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ମାର୍ଚ୍ଚ ୩୧, ୨୦୨୪ ପର୍ଯ୍ୟନ୍ତ ପିଆଜ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଯାଇଛି। ଆଜି ବୈଦେଶିକ ବାଣିଜ୍ୟ ମହାନିର୍ଦ୍ଦେଶାଳୟ ତରଫରୁ ଜାରି ଏକ ବିଜ୍ଞପ୍ତିରେ ଏହି ଘୋଷଣା କରାଯାଇଛି । ଦେଶରେ ସମ୍ପ୍ରତି ପିଆଜ କିଲୋଗ୍ରାମ ପିଛା ୬୦ରୁ ୭୦ରେ ବିକ୍ରି ହେଉଛି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

ରପ୍ତାନି ଉପରେ ୪୦ ପ୍ରତିଶତ ଶୁଳ୍କ ଲାଗିଛି

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଘରୋଇ ବଜାରରେ ପିଆଜର ଉପଲବ୍ଧତା ସୁନିଶ୍ଚିତ ଓ ଦର ନିୟନ୍ତ୍ରଣ କରିବା ପାଇଁ ଏହାର ରପ୍ତାନି ଉପରେ ୪୦ ପ୍ରତିଶତ ଶୁଳ୍କ ଲାଗୁ କରାଯାଇଛି, ଯାହା ଡିସେମ୍ବର ୩୧ ତାରିଖ ଯାଏଁ ବଳବତ୍ତର ରହିଛି । ଗତ ଅଗଷ୍ଟ ୧୯ରୁ ଏହି ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର