ଆଜି ଓଡ଼ିଶାରେ ପୁଣି ୪୪ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୬୭ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ, ଅନୁଗୁଳ, ବରଗଡ଼, କଟକ ଓ ଝାରସୁଗୁଡ଼ାରୁ ୪ ଜଣ ଲେଖାଏଁ,କଳାହାଣ୍ଡି, ପୁରୀ, ରାୟଗଡ଼ା ଓ […]

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୬୭ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ, ଅନୁଗୁଳ, ବରଗଡ଼, କଟକ ଓ ଝାରସୁଗୁଡ଼ାରୁ ୪ ଜଣ ଲେଖାଏଁ,କଳାହାଣ୍ଡି, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର,ବୌଦ୍ଧ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଦେବଗଡ଼, ଢ଼େଙ୍କାନଳ, ଯାଜପୁର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୩୧୬୭ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: କାକବନ୍ଧ ଆଶ୍ରମ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲା: ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ହରତାଳ

10 Jun 2021 By The Sakala

ଆଜି ଓଡ଼ିଶାରେ ପୁଣି ୪୪ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୬୭ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ, ଅନୁଗୁଳ, ବରଗଡ଼, କଟକ ଓ ଝାରସୁଗୁଡ଼ାରୁ ୪ ଜଣ ଲେଖାଏଁ,କଳାହାଣ୍ଡି, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର,ବୌଦ୍ଧ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଦେବଗଡ଼, ଢ଼େଙ୍କାନଳ, ଯାଜପୁର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୩୧୬୭ ଜଣଙ୍କର ମୃତ୍ୟୁ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର