ବିଗ୍‌ ବସ୍‌-୧୭ ଟାଇଟଲ ଜିତିଲେ ମୁନାୱର, ମିଳିଲା ୫୦ ଲକ୍ଷ ଟଙ୍କା ସହ ଦାମୀ କାର୍‌

The Sakala Picture
Published On

ମୁମ୍ବାଇ: ରିଆଲିଟି ଶୋ’ ବିଗ୍‌ ବସ୍‌ -୧୭ର ଗ୍ରାଣ୍ଡ ଫାଇନାଲ ରବିବାର ରାତିରେ ଶେଷ ହୋଇଛି। ପ୍ରତିଦ୍ୱନ୍ଦ୍ୱୀ ତଥା ରନର୍ସ ଅପ୍‌ ଅଭିଷେକ କୁମାରଙ୍କୁ ପଛରେ ପକାଇ ମୁନାୱର ଫାରୁକି ବିଗ୍‌ ବସ୍‌-୧୭ ବିଜେତା ହୋଇଛନ୍ତି। ୩୨ ବର୍ଷୀୟ ମୁନାୱରଙ୍କୁ ଟ୍ରଫି ସହ ନଗଦ ୫୦ ଲକ୍ଷ ଟଙ୍କା ଓ ଏକ ହ୍ୟୁଣ୍ଡାଇ କ୍ରେଟା କାର୍‌ ମିଳିଛି। ଶୋ’ର ହୋଷ୍ଟ ତଥା ସୁପରଷ୍ଟାର ସଲମାନ ଖାନ୍‌ ଷ୍ଟାଣ୍ଡଅପ୍‌ କମେଡିଆନ୍‌ ମୁନାୱର ଫାରୁକିଙ୍କୁ ବିଜୟୀ ଘୋଷଣା କରିଥିଲେ। ବିବାଦୀୟ […]

ମୁମ୍ବାଇ: ରିଆଲିଟି ଶୋ’ ବିଗ୍‌ ବସ୍‌ -୧୭ର ଗ୍ରାଣ୍ଡ ଫାଇନାଲ ରବିବାର ରାତିରେ ଶେଷ ହୋଇଛି। ପ୍ରତିଦ୍ୱନ୍ଦ୍ୱୀ ତଥା ରନର୍ସ ଅପ୍‌ ଅଭିଷେକ କୁମାରଙ୍କୁ ପଛରେ ପକାଇ ମୁନାୱର ଫାରୁକି ବିଗ୍‌ ବସ୍‌-୧୭ ବିଜେତା ହୋଇଛନ୍ତି। ୩୨ ବର୍ଷୀୟ ମୁନାୱରଙ୍କୁ ଟ୍ରଫି ସହ ନଗଦ ୫୦ ଲକ୍ଷ ଟଙ୍କା ଓ ଏକ ହ୍ୟୁଣ୍ଡାଇ କ୍ରେଟା କାର୍‌ ମିଳିଛି। ଶୋ’ର ହୋଷ୍ଟ ତଥା ସୁପରଷ୍ଟାର ସଲମାନ ଖାନ୍‌ ଷ୍ଟାଣ୍ଡଅପ୍‌ କମେଡିଆନ୍‌ ମୁନାୱର ଫାରୁକିଙ୍କୁ ବିଜୟୀ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ହେରାପଞ୍ଚମୀ: ଅଭିମାନରେ ଲକ୍ଷ୍ମୀ ସାଆନ୍ତାଣୀ ଭାଙ୍ଗିବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

ବିବାଦୀୟ ରିଅଲିଟି ଶୋ’ ବିଗ୍‌ ବସ୍‌-୧୭ର ବିଜେତା ନାଁ ଜାଣିବାକୁ ସମସ୍ତେ ବ୍ୟଗ୍ର ଥିଲେ । ଶେଷ ମୁହୂର୍ତ୍ତରେ ଅଙ୍କିତା ଲୋଖାଣ୍ଡେ, ମନ୍ନାରା ଚୋପ୍ରା ଓ ଅରୁଣ ମଶେଟ୍ଟି ଓ ମୁନାୱର ଫାରୁକିଙ୍କ ମଧ୍ୟରେ କଡ଼ା ଟକ୍କର ହୋଇଥିଲା। ମାତ୍ର ଶେଷରେ ଶୋ’ର ହୋଷ୍ଟ ତଥା ସୁପରଷ୍ଟାର ସଲମାନ ଖାନ୍‌ ଷ୍ଟାଣ୍ଡଅପ୍‌ କମେଡିଆନ୍‌ ମୁନାୱରଙ୍କୁ ବିଜୟୀ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ବେଳକୁ ଲଘୁଚାପ ସମ୍ଭାବନା: ୨୨ରୁ ରାଜ୍ୟବ୍ୟାପୀ ବଢ଼ିବ ବର୍ଷା

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା

29 Jan 2024 By The Sakala

ବିଗ୍‌ ବସ୍‌-୧୭ ଟାଇଟଲ ଜିତିଲେ ମୁନାୱର, ମିଳିଲା ୫୦ ଲକ୍ଷ ଟଙ୍କା ସହ ଦାମୀ କାର୍‌

ମୁମ୍ବାଇ: ରିଆଲିଟି ଶୋ’ ବିଗ୍‌ ବସ୍‌ -୧୭ର ଗ୍ରାଣ୍ଡ ଫାଇନାଲ ରବିବାର ରାତିରେ ଶେଷ ହୋଇଛି। ପ୍ରତିଦ୍ୱନ୍ଦ୍ୱୀ ତଥା ରନର୍ସ ଅପ୍‌ ଅଭିଷେକ କୁମାରଙ୍କୁ ପଛରେ ପକାଇ ମୁନାୱର ଫାରୁକି ବିଗ୍‌ ବସ୍‌-୧୭ ବିଜେତା ହୋଇଛନ୍ତି। ୩୨ ବର୍ଷୀୟ ମୁନାୱରଙ୍କୁ ଟ୍ରଫି ସହ ନଗଦ ୫୦ ଲକ୍ଷ ଟଙ୍କା ଓ ଏକ ହ୍ୟୁଣ୍ଡାଇ କ୍ରେଟା କାର୍‌ ମିଳିଛି। ଶୋ’ର ହୋଷ୍ଟ ତଥା ସୁପରଷ୍ଟାର ସଲମାନ ଖାନ୍‌ ଷ୍ଟାଣ୍ଡଅପ୍‌ କମେଡିଆନ୍‌ ମୁନାୱର ଫାରୁକିଙ୍କୁ ବିଜୟୀ ଘୋଷଣା କରିଥିଲେ।

ବିବାଦୀୟ ରିଅଲିଟି ଶୋ’ ବିଗ୍‌ ବସ୍‌-୧୭ର ବିଜେତା ନାଁ ଜାଣିବାକୁ ସମସ୍ତେ ବ୍ୟଗ୍ର ଥିଲେ । ଶେଷ ମୁହୂର୍ତ୍ତରେ ଅଙ୍କିତା ଲୋଖାଣ୍ଡେ, ମନ୍ନାରା ଚୋପ୍ରା ଓ ଅରୁଣ ମଶେଟ୍ଟି ଓ ମୁନାୱର ଫାରୁକିଙ୍କ ମଧ୍ୟରେ କଡ଼ା ଟକ୍କର ହୋଇଥିଲା। ମାତ୍ର ଶେଷରେ ଶୋ’ର ହୋଷ୍ଟ ତଥା ସୁପରଷ୍ଟାର ସଲମାନ ଖାନ୍‌ ଷ୍ଟାଣ୍ଡଅପ୍‌ କମେଡିଆନ୍‌ ମୁନାୱରଙ୍କୁ ବିଜୟୀ ଘୋଷଣା କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର