ରାଜ୍ୟରେ ପୁଣି ଫେରିବ ତାତି, ବଢ଼ିବ ୬ରୁ ୮ ଡିଗ୍ରୀ ତାପମାତ୍ରା…

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି ତାତି ବୃଦ୍ଧି ପାଇବ। କାଳବୈଶାଖୀର କ୍ରମାଗତ ପ୍ରଭାବ ହେତୁ ରାଜ୍ୟରେ ତାପମାତ୍ରାରେ ବର୍ତ୍ତମାନ ତଳକୁ ଖସିଛି। ରାଜ୍ୟରେ ତାପମାତ୍ରା ବର୍ତ୍ତମାନ ୪୦ ଡିଗ୍ରୀ ତଳେ ରହିଥିଲେ ମଧ୍ୟ ପାରଳାଖେମୁଣ୍ଡିରେ ତାତି ୩୯ ଡିଗ୍ରୀ ଛୁଇଁଛି। ତାପମାତ୍ରା କମିଛି। ଲୋକେ ତାତିରୁ ଆଶ୍ୱସ୍ତି ପାଇଥିଲେ। ହେଲେ ଆସନ୍ତାକାଲିଠାରୁ ପୁଣି ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିବ। ୪ ଦିନ ଯାଏ ଦିନର ତାପମାତ୍ରା ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ […]

ଭୁବନେଶ୍ୱର: ରାଜ୍ୟରେ ପୁଣି ତାତି ବୃଦ୍ଧି ପାଇବ। କାଳବୈଶାଖୀର କ୍ରମାଗତ ପ୍ରଭାବ ହେତୁ ରାଜ୍ୟରେ ତାପମାତ୍ରାରେ ବର୍ତ୍ତମାନ ତଳକୁ ଖସିଛି। ରାଜ୍ୟରେ ତାପମାତ୍ରା ବର୍ତ୍ତମାନ ୪୦ ଡିଗ୍ରୀ ତଳେ ରହିଥିଲେ ମଧ୍ୟ ପାରଳାଖେମୁଣ୍ଡିରେ ତାତି ୩୯ ଡିଗ୍ରୀ ଛୁଇଁଛି। ତାପମାତ୍ରା କମିଛି। ଲୋକେ ତାତିରୁ ଆଶ୍ୱସ୍ତି ପାଇଥିଲେ। ହେଲେ ଆସନ୍ତାକାଲିଠାରୁ ପୁଣି ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିବ। ୪ ଦିନ ଯାଏ ଦିନର ତାପମାତ୍ରା ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଆହୁରି ପଢ଼ନ୍ତୁ: ଆରବିଆଇ ମୁଦ୍ରାନୀତି: ରେପୋ ରେଟ୍ ଅପରିବର୍ତ୍ତିତ, ୫.୨୫% ରେ ସ୍ଥିର ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ

୧୪ ତାରିଖ ବେଳକୁ ପାଖାପାଖି ୧୧ ଜିଲ୍ଲାରେ ଉଷ୍ମଆଦ୍ର ପାଣିପାଗ ସ୍ଥିତି ରହିବ। ସେହିପରି ୧୫ ତାରିଖରେ ୭ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ରହିବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୭ ଓ ୧୮ ତାରିଖ ବେଳକୁ ତାପମାତ୍ରା ଆହୁରୀ ବଢ଼ିବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

11 Apr 2024 By The Sakala

ରାଜ୍ୟରେ ପୁଣି ଫେରିବ ତାତି, ବଢ଼ିବ ୬ରୁ ୮ ଡିଗ୍ରୀ ତାପମାତ୍ରା…

ଭୁବନେଶ୍ୱର: ରାଜ୍ୟରେ ପୁଣି ତାତି ବୃଦ୍ଧି ପାଇବ। କାଳବୈଶାଖୀର କ୍ରମାଗତ ପ୍ରଭାବ ହେତୁ ରାଜ୍ୟରେ ତାପମାତ୍ରାରେ ବର୍ତ୍ତମାନ ତଳକୁ ଖସିଛି। ରାଜ୍ୟରେ ତାପମାତ୍ରା ବର୍ତ୍ତମାନ ୪୦ ଡିଗ୍ରୀ ତଳେ ରହିଥିଲେ ମଧ୍ୟ ପାରଳାଖେମୁଣ୍ଡିରେ ତାତି ୩୯ ଡିଗ୍ରୀ ଛୁଇଁଛି। ତାପମାତ୍ରା କମିଛି। ଲୋକେ ତାତିରୁ ଆଶ୍ୱସ୍ତି ପାଇଥିଲେ। ହେଲେ ଆସନ୍ତାକାଲିଠାରୁ ପୁଣି ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିବ। ୪ ଦିନ ଯାଏ ଦିନର ତାପମାତ୍ରା ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

୧୪ ତାରିଖ ବେଳକୁ ପାଖାପାଖି ୧୧ ଜିଲ୍ଲାରେ ଉଷ୍ମଆଦ୍ର ପାଣିପାଗ ସ୍ଥିତି ରହିବ। ସେହିପରି ୧୫ ତାରିଖରେ ୭ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ରହିବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୭ ଓ ୧୮ ତାରିଖ ବେଳକୁ ତାପମାତ୍ରା ଆହୁରୀ ବଢ଼ିବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର