ପ୍ୟାରିସ୍ ଅଲମ୍ପିକ୍ସ ୨୦୨୪: ହକିରେ ଡ୍ର’ ରହିଲା ଭାରତ-ଆର୍ଜେଣ୍ଟିନା ମ୍ୟାଚ

The Sakala Picture
Published On

ପ୍ୟାରିସ୍: ୨୦୨୪ ପ୍ୟାରିସ୍ ଅଲମ୍ପିକ୍ସରେ ହକିର ଦ୍ୱାଦଶ ମ୍ୟାଚ୍‌ରେ ଭାରତ ଏବଂ ଆର୍ଜେଣ୍ଟିନା ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ଡ୍ର ରହିଛି। ସମସ୍ତ ଚେଷ୍ଟା ସ‌‌ତ୍ତ୍ବେ ଆର୍ଜେଣ୍ଟିନା ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ଏହି ଅଗ୍ରଣୀ ବଜାୟ ରଖିବାରେ ସଫଳ ହୋଇଥିଲା। ତେବେ ମ୍ୟାଚ୍ ୨ ମିନିଟରୁ କମ୍ ସମୟ ବାକି ଥିବାବେଳେ ହରମାନପ୍ରୀତ ସିଂହ ପେନାଲ୍ଟି କର୍ଣ୍ଣରକୁ ଗୋଲରେ ପରିଣତ କରି ସ୍ଥିତିକୁ ୧-୧କୁ ଆଣିଥିଲେ। ଏହି ମ୍ୟାଚ୍‌ରେ ଭାରତକୁ ୧୦ ଟି ପେନାଲ୍ଟି କର୍ଣ୍ଣର ମିଳିଥିଲା, କିନ୍ତୁ […]

ପ୍ୟାରିସ୍: ୨୦୨୪ ପ୍ୟାରିସ୍ ଅଲମ୍ପିକ୍ସରେ ହକିର ଦ୍ୱାଦଶ ମ୍ୟାଚ୍‌ରେ ଭାରତ ଏବଂ ଆର୍ଜେଣ୍ଟିନା ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ଡ୍ର ରହିଛି। ସମସ୍ତ ଚେଷ୍ଟା ସ‌‌ତ୍ତ୍ବେ ଆର୍ଜେଣ୍ଟିନା ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ଏହି ଅଗ୍ରଣୀ ବଜାୟ ରଖିବାରେ ସଫଳ ହୋଇଥିଲା। ତେବେ ମ୍ୟାଚ୍ ୨ ମିନିଟରୁ କମ୍ ସମୟ ବାକି ଥିବାବେଳେ ହରମାନପ୍ରୀତ ସିଂହ ପେନାଲ୍ଟି କର୍ଣ୍ଣରକୁ ଗୋଲରେ ପରିଣତ କରି ସ୍ଥିତିକୁ ୧-୧କୁ ଆଣିଥିଲେ। ଏହି ମ୍ୟାଚ୍‌ରେ ଭାରତକୁ ୧୦ ଟି ପେନାଲ୍ଟି କର୍ଣ୍ଣର ମିଳିଥିଲା, କିନ୍ତୁ ଟିମ୍ ଇଣ୍ଡିଆ କେବଳ ଗୋଟିଏ ଗୋଲ୍ ସ୍କୋର କରିପାରିଥିଲା। ଦ୍ୱିତୀୟ କ୍ୱାର୍ଟରରେ ଆର୍ଜେଣ୍ଟିନା ଗୋଟିଏ ଗୋଲ ସ୍କୋର କରିଥିଲ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଆହୁରି ପଢ଼ନ୍ତୁ: ସାମ୍ବାଦିକ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମ ନିର୍ଦ୍ଦୋଷରେ ଖଲାସ, କିନ୍ତୁ ଜେଲରୁ ମିଳିବନି ମୁକ୍ତି

29 Jul 2024 By The Sakala

ପ୍ୟାରିସ୍ ଅଲମ୍ପିକ୍ସ ୨୦୨୪: ହକିରେ ଡ୍ର’ ରହିଲା ଭାରତ-ଆର୍ଜେଣ୍ଟିନା ମ୍ୟାଚ

ପ୍ୟାରିସ୍: ୨୦୨୪ ପ୍ୟାରିସ୍ ଅଲମ୍ପିକ୍ସରେ ହକିର ଦ୍ୱାଦଶ ମ୍ୟାଚ୍‌ରେ ଭାରତ ଏବଂ ଆର୍ଜେଣ୍ଟିନା ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ଡ୍ର ରହିଛି। ସମସ୍ତ ଚେଷ୍ଟା ସ‌‌ତ୍ତ୍ବେ ଆର୍ଜେଣ୍ଟିନା ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ଏହି ଅଗ୍ରଣୀ ବଜାୟ ରଖିବାରେ ସଫଳ ହୋଇଥିଲା। ତେବେ ମ୍ୟାଚ୍ ୨ ମିନିଟରୁ କମ୍ ସମୟ ବାକି ଥିବାବେଳେ ହରମାନପ୍ରୀତ ସିଂହ ପେନାଲ୍ଟି କର୍ଣ୍ଣରକୁ ଗୋଲରେ ପରିଣତ କରି ସ୍ଥିତିକୁ ୧-୧କୁ ଆଣିଥିଲେ। ଏହି ମ୍ୟାଚ୍‌ରେ ଭାରତକୁ ୧୦ ଟି ପେନାଲ୍ଟି କର୍ଣ୍ଣର ମିଳିଥିଲା, କିନ୍ତୁ ଟିମ୍ ଇଣ୍ଡିଆ କେବଳ ଗୋଟିଏ ଗୋଲ୍ ସ୍କୋର କରିପାରିଥିଲା। ଦ୍ୱିତୀୟ କ୍ୱାର୍ଟରରେ ଆର୍ଜେଣ୍ଟିନା ଗୋଟିଏ ଗୋଲ ସ୍କୋର କରିଥିଲ।

https://www.thesakala.in/big-news/india-vs-argentina-paris-olympics-2024/article-33992
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର