ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

The Sakala Picture
Published On

ନୂଆଦିଲ୍ଲୀ: ପୁଣି ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର। ଅଏଲ ମାର୍କେଟିଂ କମ୍ପାନୀ ଗ୍ୟାସ୍‌ ଦରରେ ପରିବର୍ତ୍ତନ କରିଛି। ୧୯ କିଲୋଗ୍ରାମ ଗ୍ୟାସ୍‌ ଯୁକ୍ତ କମର୍ସିଆଲ ଏଲପିଜି ସିଲିଣ୍ଡରର ଦାମ୍‌ ବୃଦ୍ଧି ପାଇଛି। ସିଲିଣ୍ଡର ପିଛା ୪୮.୫୦ରୁ ୫୦ ଟଙ୍କା ଯାଏଁ ବଢ଼ିଛି। ସୂଚନା ଅନୁଯାୟୀ, ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ବର୍ତ୍ତମାନ ଦିଲ୍ଲୀରେ ୧୯ କିଲୋଗ୍ରାମ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୧୭୪୦ ଟଙ୍କାରେ ପହଞ୍ଚିଛି। ସେହିପରି ବର୍ଦ୍ଧିତ ଦର ଲାଗୁ ହେବା ପରେ […]

ନୂଆଦିଲ୍ଲୀ: ପୁଣି ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର। ଅଏଲ ମାର୍କେଟିଂ କମ୍ପାନୀ ଗ୍ୟାସ୍‌ ଦରରେ ପରିବର୍ତ୍ତନ କରିଛି। ୧୯ କିଲୋଗ୍ରାମ ଗ୍ୟାସ୍‌ ଯୁକ୍ତ କମର୍ସିଆଲ ଏଲପିଜି ସିଲିଣ୍ଡରର ଦାମ୍‌ ବୃଦ୍ଧି ପାଇଛି। ସିଲିଣ୍ଡର ପିଛା ୪୮.୫୦ରୁ ୫୦ ଟଙ୍କା ଯାଏଁ ବଢ଼ିଛି।

ଆହୁରି ପଢ଼ନ୍ତୁ: କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ: IMD

ସୂଚନା ଅନୁଯାୟୀ, ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ବର୍ତ୍ତମାନ ଦିଲ୍ଲୀରେ ୧୯ କିଲୋଗ୍ରାମ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୧୭୪୦ ଟଙ୍କାରେ ପହଞ୍ଚିଛି। ସେହିପରି ବର୍ଦ୍ଧିତ ଦର ଲାଗୁ ହେବା ପରେ ମୁମ୍ବାଇରେ କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ପିଛା ଦର ୧୬୯୨.୫୦ ଟଙ୍କା, କୋଲକାତାରେ ୧୮୫୦.୫୦ ଟଙ୍କା ଏବଂ ଚେନ୍ନାଇରେ ୧୯୩୦ ଟଙ୍କାରେ ଉପଲବ୍ଧ ହେବ। କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡରା ଦାମ ବଢ଼ିବା ଯୋଗୁ ରେଷ୍ଟୁରାଣ୍ଟ, ହୋଟେଲ, ଢ଼ାବାରେ ଖାଇବା ମହଙ୍ଗା ହେବ।

ଆହୁରି ପଢ଼ନ୍ତୁ: ଆରବିଆଇ ମୁଦ୍ରାନୀତି: ରେପୋ ରେଟ୍ ଅପରିବର୍ତ୍ତିତ, ୫.୨୫% ରେ ସ୍ଥିର ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ

ଖବର ଅନୁଯାୟୀ, ଏହାପୂର୍ବରୁ ସେପ୍ଟେମ୍ବର ମାସରେ ୧୯ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ଦର ପ୍ରାୟ ୩୯ ଟଙ୍କା ବୃଦ୍ଧି ପାଇଥିଲା।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

01 Oct 2024 By The Sakala

ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର। ଅଏଲ ମାର୍କେଟିଂ କମ୍ପାନୀ ଗ୍ୟାସ୍‌ ଦରରେ ପରିବର୍ତ୍ତନ କରିଛି। ୧୯ କିଲୋଗ୍ରାମ ଗ୍ୟାସ୍‌ ଯୁକ୍ତ କମର୍ସିଆଲ ଏଲପିଜି ସିଲିଣ୍ଡରର ଦାମ୍‌ ବୃଦ୍ଧି ପାଇଛି। ସିଲିଣ୍ଡର ପିଛା ୪୮.୫୦ରୁ ୫୦ ଟଙ୍କା ଯାଏଁ ବଢ଼ିଛି।

ସୂଚନା ଅନୁଯାୟୀ, ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ବର୍ତ୍ତମାନ ଦିଲ୍ଲୀରେ ୧୯ କିଲୋଗ୍ରାମ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୧୭୪୦ ଟଙ୍କାରେ ପହଞ୍ଚିଛି। ସେହିପରି ବର୍ଦ୍ଧିତ ଦର ଲାଗୁ ହେବା ପରେ ମୁମ୍ବାଇରେ କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ପିଛା ଦର ୧୬୯୨.୫୦ ଟଙ୍କା, କୋଲକାତାରେ ୧୮୫୦.୫୦ ଟଙ୍କା ଏବଂ ଚେନ୍ନାଇରେ ୧୯୩୦ ଟଙ୍କାରେ ଉପଲବ୍ଧ ହେବ। କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡରା ଦାମ ବଢ଼ିବା ଯୋଗୁ ରେଷ୍ଟୁରାଣ୍ଟ, ହୋଟେଲ, ଢ଼ାବାରେ ଖାଇବା ମହଙ୍ଗା ହେବ।

ଖବର ଅନୁଯାୟୀ, ଏହାପୂର୍ବରୁ ସେପ୍ଟେମ୍ବର ମାସରେ ୧୯ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ଦର ପ୍ରାୟ ୩୯ ଟଙ୍କା ବୃଦ୍ଧି ପାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର