ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ଯୁବକ ନିଖୋଜ

The Sakala Picture
Published On

ପାରାଦ୍ଵୀପ: ମହାନଦୀକୁ ଡେଇଁ ଯୁବକ ନିଖୋଜ। ପାରାଦ୍ଵୀପର ଭୂତୁମୁଣ୍ଡାଇ ମହାନଦୀ ପୋଲରୁ ଡେଇଁ ଯୁବକ ନିଖୋଜ ଅଛନ୍ତି । ଘଟଣାସ୍ଥଳରେ କୁଜଙ୍ଗ ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମ୍ ପକ୍ଷରୁ ଖୋଜାଖୋଜି ଚାଲିଛି । ସକାଳ ୯ଟା ପାଖାପାଖି ଜଣେ ବ୍ୟକ୍ତି ହଠାତ ପୋଲ ଉପରୁ ମହାନଦୀକୁ ଡେଇଁ ପଡ଼ିଥିବା ସ୍ଥାନୀୟ ଲୋକେ ସୂଚନା ଦେଇଛନ୍ତି । ତେବେ ଯୁବକଙ୍କ ଘର କୁଜଙ୍ଗ ଅଞ୍ଚଳରେ ଓ ସେ ମେକାନିକାଲ୍ ଇଞ୍ଜିନିୟରିଂରେ ଡପ୍ଲୋମା କରିଥିବାର ସୂଚନା ମିଳିଛି । […]

ପାରାଦ୍ଵୀପ: ମହାନଦୀକୁ ଡେଇଁ ଯୁବକ ନିଖୋଜ। ପାରାଦ୍ଵୀପର ଭୂତୁମୁଣ୍ଡାଇ ମହାନଦୀ ପୋଲରୁ ଡେଇଁ ଯୁବକ ନିଖୋଜ ଅଛନ୍ତି । ଘଟଣାସ୍ଥଳରେ କୁଜଙ୍ଗ ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମ୍ ପକ୍ଷରୁ ଖୋଜାଖୋଜି ଚାଲିଛି । ସକାଳ ୯ଟା ପାଖାପାଖି ଜଣେ ବ୍ୟକ୍ତି ହଠାତ ପୋଲ ଉପରୁ ମହାନଦୀକୁ ଡେଇଁ ପଡ଼ିଥିବା ସ୍ଥାନୀୟ ଲୋକେ ସୂଚନା ଦେଇଛନ୍ତି । ତେବେ ଯୁବକଙ୍କ ଘର କୁଜଙ୍ଗ ଅଞ୍ଚଳରେ ଓ ସେ ମେକାନିକାଲ୍ ଇଞ୍ଜିନିୟରିଂରେ ଡପ୍ଲୋମା କରିଥିବାର ସୂଚନା ମିଳିଛି । ତାଙ୍କର ବୟସ ୨୪ ବର୍ଷ ବୋଲି ଜଣାଯାଇଛି। ପାରିବାରିକ କଳହକୁ କେନ୍ଦ୍ରକରି ସେ ମହାନଦୀକୁ ଡେଇଁଥିବା ସନ୍ଦେହ କରାଯାଉଛି ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

16 Nov 2024 By The Sakala

ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ଯୁବକ ନିଖୋଜ

ପାରାଦ୍ଵୀପ: ମହାନଦୀକୁ ଡେଇଁ ଯୁବକ ନିଖୋଜ। ପାରାଦ୍ଵୀପର ଭୂତୁମୁଣ୍ଡାଇ ମହାନଦୀ ପୋଲରୁ ଡେଇଁ ଯୁବକ ନିଖୋଜ ଅଛନ୍ତି । ଘଟଣାସ୍ଥଳରେ କୁଜଙ୍ଗ ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମ୍ ପକ୍ଷରୁ ଖୋଜାଖୋଜି ଚାଲିଛି । ସକାଳ ୯ଟା ପାଖାପାଖି ଜଣେ ବ୍ୟକ୍ତି ହଠାତ ପୋଲ ଉପରୁ ମହାନଦୀକୁ ଡେଇଁ ପଡ଼ିଥିବା ସ୍ଥାନୀୟ ଲୋକେ ସୂଚନା ଦେଇଛନ୍ତି । ତେବେ ଯୁବକଙ୍କ ଘର କୁଜଙ୍ଗ ଅଞ୍ଚଳରେ ଓ ସେ ମେକାନିକାଲ୍ ଇଞ୍ଜିନିୟରିଂରେ ଡପ୍ଲୋମା କରିଥିବାର ସୂଚନା ମିଳିଛି । ତାଙ୍କର ବୟସ ୨୪ ବର୍ଷ ବୋଲି ଜଣାଯାଇଛି। ପାରିବାରିକ କଳହକୁ କେନ୍ଦ୍ରକରି ସେ ମହାନଦୀକୁ ଡେଇଁଥିବା ସନ୍ଦେହ କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର