ଯୁକ୍ତଦୁଇ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ କଲା ସିଏଚଏସଇ…

The Sakala Picture
Published On

ଭୁବନେଶ୍ବର: ଯୁକ୍ତଦୁଇ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ କଲା ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ)। ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ +୨ ପରୀକ୍ଷା । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଚାଲିବ ପରୀକ୍ଷା । ଏନେଇ ସୂଚନା ଦେଇଛି ସିଏଚଏସଇ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ହେବ। ୧୮ ତାରିଖରେ ବିଜ୍ଞାନ ବିଭାଗର ଏମ୍‌ଆଇଏଲ୍‌ ଓଡ଼ିଆ ପରୀକ୍ଷା ହେବା ସହ ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ଏମ୍‌ଆଇଏଲ୍‌ ଓଡ଼ିଆ […]

ଭୁବନେଶ୍ବର: ଯୁକ୍ତଦୁଇ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ କଲା ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ)। ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ +୨ ପରୀକ୍ଷା । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଚାଲିବ ପରୀକ୍ଷା । ଏନେଇ ସୂଚନା ଦେଇଛି ସିଏଚଏସଇ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ହେବ। ୧୮ ତାରିଖରେ ବିଜ୍ଞାନ ବିଭାଗର ଏମ୍‌ଆଇଏଲ୍‌ ଓଡ଼ିଆ ପରୀକ୍ଷା ହେବା ସହ ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ଏମ୍‌ଆଇଏଲ୍‌ ଓଡ଼ିଆ ପରୀକ୍ଷା ହେବ ନେଇ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

[wp-embedder-pack width=”100%” height=”400px” download=”all” download-text=”” attachment_id=”139676″ /]

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଯୁଦ୍ଧର ନିଆଁ: ବ୍ୟାରେଲ ପିଛା ୧୦୦ ଡଲାର ଟପିଲା ଅଶୋଧିତ ତୈଳ ଦର, ଖସିଲା ଟଙ୍କାର ମୂଲ୍ୟ

20 Nov 2024 By The Sakala

ଯୁକ୍ତଦୁଇ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ କଲା ସିଏଚଏସଇ…

ଭୁବନେଶ୍ବର: ଯୁକ୍ତଦୁଇ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ କଲା ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ)। ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ +୨ ପରୀକ୍ଷା । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଚାଲିବ ପରୀକ୍ଷା । ଏନେଇ ସୂଚନା ଦେଇଛି ସିଏଚଏସଇ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ହେବ। ୧୮ ତାରିଖରେ ବିଜ୍ଞାନ ବିଭାଗର ଏମ୍‌ଆଇଏଲ୍‌ ଓଡ଼ିଆ ପରୀକ୍ଷା ହେବା ସହ ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ଏମ୍‌ଆଇଏଲ୍‌ ଓଡ଼ିଆ ପରୀକ୍ଷା ହେବ ନେଇ ସୂଚନା ଦେଇଛନ୍ତି।

[wp-embedder-pack width=”100%” height=”400px” download=”all” download-text=”” attachment_id=”139676″ /]

https://www.thesakala.in/big-news/odisha-plus-2-exam-schedule-announced-for-all-stream/article-36708
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର