ଭୁବନେଶ୍ବର ଏମ୍ସରେ ରୋଗୀଙ୍କ ଆତ୍ମହତ୍ୟା ଅଭିଯୋଗ

The Sakala Picture
Published On

ଭୁବନେଶ୍ଵର: ଭୁବନେଶ୍ଵର ଏମ୍ସ ହସ୍ପିଟାଲରେ ଜଣେ ରୋଗୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଆଜି ସକାଳୁ ଅର୍ଥୋପେଡିକ୍ ଓ୍ବାର୍ଡରୁ ଜରେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଫ୍ୟାନରେ ଗାମୁଛା ଲଗାଇ ସେ ଆତ୍ମହତ୍ୟା କରିଛନ୍ତି। ମୃତକ ୭୦ ବର୍ଷୀୟ ଜଣେ ବୃଦ୍ଧ ହୋଇଥିବା ଜ​‌ଣାପଡିଛି। ମୃତକଙ୍କ ଘର ଯାଜପୁର ଜିଲ୍ଲା ଅଟଳପୁର ଗାଁରେ। ମିଳିଥିବା ସୂଚନା ଅନୁସାରେ, ଉକ୍ତ ବୃଦ୍ଧଙ୍କୁ ଡିସେମ୍ବର ୫ ତାରିଖରେ ତାଙ୍କୁ ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି କରାଯାଇଥିଲା।

ଭୁବନେଶ୍ଵର: ଭୁବନେଶ୍ଵର ଏମ୍ସ ହସ୍ପିଟାଲରେ ଜଣେ ରୋଗୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଆଜି ସକାଳୁ ଅର୍ଥୋପେଡିକ୍ ଓ୍ବାର୍ଡରୁ ଜରେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଫ୍ୟାନରେ ଗାମୁଛା ଲଗାଇ ସେ ଆତ୍ମହତ୍ୟା କରିଛନ୍ତି। ମୃତକ ୭୦ ବର୍ଷୀୟ ଜଣେ ବୃଦ୍ଧ ହୋଇଥିବା ଜ​‌ଣାପଡିଛି। ମୃତକଙ୍କ ଘର ଯାଜପୁର ଜିଲ୍ଲା ଅଟଳପୁର ଗାଁରେ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ମିଳିଥିବା ସୂଚନା ଅନୁସାରେ, ଉକ୍ତ ବୃଦ୍ଧଙ୍କୁ ଡିସେମ୍ବର ୫ ତାରିଖରେ ତାଙ୍କୁ ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର