ପୁଣି ବଢ଼ିଲା କମର୍ସିଆଲ୍‌ ଏଲପିଜି ସିଲିଣ୍ଡର ଦର

The Sakala Picture
Published On

ନୂଆଦିଲ୍ଲୀ: ମାର୍ଚ୍ଚ ପହିଲାରୁ ଖାଉଟିଙ୍କୁ ମହଙ୍ଗା ମାଡ। ମହଙ୍ଗା ହେଲା ଏଲପିଜି। ସରକାରୀ ତୈଳ କମ୍ପାନୀ ଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ଘୋଷଣା କରିଛନ୍ତି।  ୧୯ କେଜି ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ଦାମ୍ ବୃଦ୍ଧି ହୋଇଛି । ୧୯ କେଜି ବିଶିଷ୍ଟ କମର୍ସିଆଲ ଗ୍ୟାସ ସିଲିଣ୍ଡରର ଦାମରେ ୬ ଟଙ୍କା ବୃଦ୍ଧି କରାଯାଇଛି । ଅନ୍ୟପକ୍ଷରେ ୧୪.୨ କେଜି ବିଶିଷ୍ଟ ଗ୍ୟାସ ସିଲିଣ୍ଡରର ଦାମରେ କୌଣସି ବୃଦ୍ଧି ଘଟିନାହିଁ । ଏହାର ଅର୍ଥ ଘରୋଇ […]

ନୂଆଦିଲ୍ଲୀ: ମାର୍ଚ୍ଚ ପହିଲାରୁ ଖାଉଟିଙ୍କୁ ମହଙ୍ଗା ମାଡ। ମହଙ୍ଗା ହେଲା ଏଲପିଜି। ସରକାରୀ ତୈଳ କମ୍ପାନୀ ଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ଘୋଷଣା କରିଛନ୍ତି।  ୧୯ କେଜି ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ଦାମ୍ ବୃଦ୍ଧି ହୋଇଛି । ୧୯ କେଜି ବିଶିଷ୍ଟ କମର୍ସିଆଲ ଗ୍ୟାସ ସିଲିଣ୍ଡରର ଦାମରେ ୬ ଟଙ୍କା ବୃଦ୍ଧି କରାଯାଇଛି । ଅନ୍ୟପକ୍ଷରେ ୧୪.୨ କେଜି ବିଶିଷ୍ଟ ଗ୍ୟାସ ସିଲିଣ୍ଡରର ଦାମରେ କୌଣସି ବୃଦ୍ଧି ଘଟିନାହିଁ । ଏହାର ଅର୍ଥ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ଅନ୍ୟପଟେ ମୁମ୍ବାଇରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ ୧୯୧୩ ଟଙ୍କା ହୋଇଛି। କୋଲକାତାରେ ୧୯ କିଲୋଗ୍ରାମ୍ ବାଣିଜ୍ୟିକ ଏଲପିଜି ସିଲିଣ୍ଡର ବର୍ତ୍ତମାନ ୧୯୧୩ ଟଙ୍କାରେ ଉପଲବ୍ଧ ହେବ।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର