ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ

The Sakala Picture
Published On

ଭୁବନେଶ୍ବର: ପୁଣି ଆଇଏଏସ ସ୍ତରରେ ଛୋଟିଆ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର ।  ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପକ୍ରକାଶ ପାଇଛି । ୨୦୧୧ ବ୍ୟାଚ୍ ଆଇଏଏସ୍ ଅଧିକାରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଓଡ଼ିଶା ରାଜ୍ୟ ନାଗରିକ ଯୋଗାଣ ନିଗମ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ବା ଏମଡି ଭାବରେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ସେ ପୂର୍ବରୁ ରାଜ୍ୟରେ ଲଘୁ ଖଣିଜ ଦ୍ରବ୍ୟ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଥିଲେ । ବର୍ତ୍ତମାନ ସେ […]

ଭୁବନେଶ୍ବର: ପୁଣି ଆଇଏଏସ ସ୍ତରରେ ଛୋଟିଆ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର ।  ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପକ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ହେରାପଞ୍ଚମୀ: ଅଭିମାନରେ ଲକ୍ଷ୍ମୀ ସାଆନ୍ତାଣୀ ଭାଙ୍ଗିବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

୨୦୧୧ ବ୍ୟାଚ୍ ଆଇଏଏସ୍ ଅଧିକାରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଓଡ଼ିଶା ରାଜ୍ୟ ନାଗରିକ ଯୋଗାଣ ନିଗମ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ବା ଏମଡି ଭାବରେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ସେ ପୂର୍ବରୁ ରାଜ୍ୟରେ ଲଘୁ ଖଣିଜ ଦ୍ରବ୍ୟ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଥିଲେ । ବର୍ତ୍ତମାନ ସେ ୨୦୧୩ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଶୁଭମ୍ ସକ୍ସେନାଙ୍କ ସ୍ଥାନ ନେଇଛନ୍ତି । ଯାହାଙ୍କୁ ଓଡ଼ିଶାରେ କୃଷି ଏବଂ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି ।

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

ସେହିପରି ୨୦୧୧ ବ୍ୟାଚର ସମର୍ଥ ବର୍ମାଙ୍କୁ ବୈଷୟିକ ଶିକ୍ଷା ଏବଂ ତାଲିମ ନିର୍ଦ୍ଦେଶକଙ୍କୁ କ୍ଷୁଦ୍ର ଖଣିଜ ଦ୍ରବ୍ୟ ନିର୍ଦ୍ଦେଶକ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ବର୍ତ୍ତମାନ ସେ ଡିଟିଇଟି ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ ।

ଆହୁରି ପଢ଼ନ୍ତୁ: କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ ଯୁବବର୍ଗ ତଥା Gen Z ଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

18 Mar 2025 By The Sakala

ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ବର: ପୁଣି ଆଇଏଏସ ସ୍ତରରେ ଛୋଟିଆ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର ।  ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପକ୍ରକାଶ ପାଇଛି ।

୨୦୧୧ ବ୍ୟାଚ୍ ଆଇଏଏସ୍ ଅଧିକାରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଓଡ଼ିଶା ରାଜ୍ୟ ନାଗରିକ ଯୋଗାଣ ନିଗମ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ବା ଏମଡି ଭାବରେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ସେ ପୂର୍ବରୁ ରାଜ୍ୟରେ ଲଘୁ ଖଣିଜ ଦ୍ରବ୍ୟ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଥିଲେ । ବର୍ତ୍ତମାନ ସେ ୨୦୧୩ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଶୁଭମ୍ ସକ୍ସେନାଙ୍କ ସ୍ଥାନ ନେଇଛନ୍ତି । ଯାହାଙ୍କୁ ଓଡ଼ିଶାରେ କୃଷି ଏବଂ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି ।

ସେହିପରି ୨୦୧୧ ବ୍ୟାଚର ସମର୍ଥ ବର୍ମାଙ୍କୁ ବୈଷୟିକ ଶିକ୍ଷା ଏବଂ ତାଲିମ ନିର୍ଦ୍ଦେଶକଙ୍କୁ କ୍ଷୁଦ୍ର ଖଣିଜ ଦ୍ରବ୍ୟ ନିର୍ଦ୍ଦେଶକ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ବର୍ତ୍ତମାନ ସେ ଡିଟିଇଟି ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର