ରାଜ୍ଯରେ ଚିହ୍ନଟ ହେଲେ ଆଉ ୭୧୯ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୧୦ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୧୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୨୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୯୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୮୪୬୯ କୁ ବୃଦ୍ଧି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୫ ଜଣ ପଜିଟିଭ ରହିଛନ୍ତି। […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୧୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୨୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୯୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୮୪୬୯ କୁ ବୃଦ୍ଧି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୫ ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ ଜଣ, ବରଗଡ଼ ଜିଲ୍ଲାରୁ ୧ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ଜଣ , ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଜପତି ଜିଲ୍ଲାରୁ , ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ୩ ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୯ ଜଣ, କୋରାପୁଟ ଜିଲ୍ଲାରୁ ୩  ଜଣ, ମାଲକାନାଗିରି ଜିଲ୍ଲାରୁ ୨ , ମୟୁରଭଞ୍ଜ ଜିଲ୍ଲାରୁ ୩୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, ନୂଆପଡା ଜିଲ୍ଲାରୁ ଜଣ ,ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୨ ଜଣ , ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍‌ରୁ ୫୭ଜଣ ରହିଛନ୍ତି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର