ରାଜ୍ଯରେ ଚିହ୍ନଟ ହେଲେ ଆଉ ୭୫୪ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୦୮ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୫୪ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୩୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୧୬ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯୨୨୩ କୁ ବୃଦ୍ଧି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୮ ଜଣ ପଜିଟିଭ ରହିଛନ୍ତି। […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୫୪ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୩୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୧୬ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯୨୨୩ କୁ ବୃଦ୍ଧି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୮ ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ ଜଣ, ବରଗଡ଼ ଜିଲ୍ଲାରୁ ୧ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ ଜଣ , ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ, ଗଜପତି ଜିଲ୍ଲାରୁ , ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧ଜଣ, କଳାହାଣ୍ଡି ୨ ଜଣ, କନ୍ଧମାଳ ଜିଲ୍ଲାରୁ ୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬୧ ଜଣ, କୋରାପୁଟ ଜିଲ୍ଲାରୁ ୬ ଜଣ, ମାଲକାନାଗିରି ଜିଲ୍ଲାରୁ ୯ , ମୟୁରଭଞ୍ଜ ଜିଲ୍ଲାରୁ ୨୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୧୩ ଜଣ, ନୂଆପଡା ଜିଲ୍ଲାରୁ ୭ ଜଣ ,ପୁରୀ ଜିଲ୍ଲାରୁ ୨୮ ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ଜଣ , ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍‌ରୁ ୫୯ ଜଣ ରହିଛନ୍ତି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର