ଅଗଷ୍ଟ ୧ରୁ +୨ ପ୍ରଥମ ବର୍ଷ ପାଠପଢ଼ା, ୭ରୁ ଆରମ୍ଭ ନାମଲେଖା ଆବେଦନ

The Sakala Picture
Published On

ଭୁବନେଶ୍ୱର: +୨ ପ୍ରଥମ ବର୍ଷରେ ନାମଲେଖା ପାଇଁ ଆସନ୍ତା ୭ ତାରିଖଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଛାତ୍ରଛାତ୍ରୀମାନେ ସାମ୍‌‌ସ ୱେବସାଇଟ୍‌ www.samsodisha.gov.inରେ ଆବେଦନ କରିପାରିବେ। ଜୁଲାଇ ୬ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଜାରି ରହିବ। ଆବେଦନ ଫି’ ବାବଦକୁ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି। […]

ଭୁବନେଶ୍ୱର: +୨ ପ୍ରଥମ ବର୍ଷରେ ନାମଲେଖା ପାଇଁ ଆସନ୍ତା ୭ ତାରିଖଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଛାତ୍ରଛାତ୍ରୀମାନେ ସାମ୍‌‌ସ ୱେବସାଇଟ୍‌ www.samsodisha.gov.inରେ ଆବେଦନ କରିପାରିବେ। ଜୁଲାଇ ୬ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଜାରି ରହିବ। ଆବେଦନ ଫି’ ବାବଦକୁ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପରେ ଅଗଷ୍ଟ ପହିଲାରୁ +୨ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

06 Jun 2024 By The Sakala

ଅଗଷ୍ଟ ୧ରୁ +୨ ପ୍ରଥମ ବର୍ଷ ପାଠପଢ଼ା, ୭ରୁ ଆରମ୍ଭ ନାମଲେଖା ଆବେଦନ

ଭୁବନେଶ୍ୱର: +୨ ପ୍ରଥମ ବର୍ଷରେ ନାମଲେଖା ପାଇଁ ଆସନ୍ତା ୭ ତାରିଖଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଛାତ୍ରଛାତ୍ରୀମାନେ ସାମ୍‌‌ସ ୱେବସାଇଟ୍‌ www.samsodisha.gov.inରେ ଆବେଦନ କରିପାରିବେ। ଜୁଲାଇ ୬ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଜାରି ରହିବ। ଆବେଦନ ଫି’ ବାବଦକୁ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପରେ ଅଗଷ୍ଟ ପହିଲାରୁ +୨ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

https://www.thesakala.in/big-news/august-1-to-2-first-year-start-enrollment-application-from-7-june/article-32709
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର