ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପେସ୍କ ସଂପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

The Sakala Picture
Published On

ବଲାଙ୍ଗିର:ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପେସ୍କ ସଂପାଦକଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ସୋନପୁର ଜିଲ୍ଲା ଚାରଭଟା ପେସ୍କ ସଂପାଦକ ମସୁଦ ମହମ୍ମଦଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ବଲାଙ୍ଗିର ସାଲେପାଲି ସ୍ଥିତ ନିଜ ବାସଭବନ ଓ ଚାରଭଟ୍ଟାରେ ଥିବା ତାଙ୍କ ପେସ୍କ କାର୍ଯ୍ୟାଳୟରେ ଏକକାଳୀନ ୨ଟି ସ୍ଥାନରେ ଭିଜିଲାନ୍ସ ଚଢାଉ ଜାରି ରଖିଥିବା ସୂଚନା ମିଳିଛି । ବଲାଙ୍ଗିର, ସୋନପୁର, ବରଗଡ଼ ଏଂ ସମ୍ବଲପୁରର ଭିଜିଲାନସ ଡିଭିଜନର ଟିମ୍‌ ଏହି ରେଡ୍‌ରେ ସାମିଲ […]

ବଲାଙ୍ଗିର:ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପେସ୍କ ସଂପାଦକଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ସୋନପୁର ଜିଲ୍ଲା ଚାରଭଟା ପେସ୍କ ସଂପାଦକ ମସୁଦ ମହମ୍ମଦଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ବଲାଙ୍ଗିର ସାଲେପାଲି ସ୍ଥିତ ନିଜ ବାସଭବନ ଓ ଚାରଭଟ୍ଟାରେ ଥିବା ତାଙ୍କ ପେସ୍କ କାର୍ଯ୍ୟାଳୟରେ ଏକକାଳୀନ ୨ଟି ସ୍ଥାନରେ ଭିଜିଲାନ୍ସ ଚଢାଉ ଜାରି ରଖିଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

ବଲାଙ୍ଗିର, ସୋନପୁର, ବରଗଡ଼ ଏଂ ସମ୍ବଲପୁରର ଭିଜିଲାନସ ଡିଭିଜନର ଟିମ୍‌ ଏହି ରେଡ୍‌ରେ ସାମିଲ ହୋଇଛନ୍ତି। ରେଡ୍ ପରେ ସମ୍ପତ୍ତିର ଆକଳନ କରାଯାଉଛି ।

ଆହୁରି ପଢ଼ନ୍ତୁ: ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର, ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର